Categories: ରାଜ୍ୟ

ଖୋର୍ଦ୍ଧାରେ ପୋଲିସର ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ଜାମ୍‌ସେଦ ଖାନ୍‌ ଆହତ

ଖୋର୍ଦ୍ଧା: ଖୋର୍ଦ୍ଧାରେ ବି ପୋଲିସର ଏନ୍‌କାଉଣ୍ଟର। ଦୁର୍ଦ୍ଦାନ୍ତ ଅପରାଧୀ ଜାମ୍‌ସେଦ ଖାନ୍‌ ଆହତ। ତାର ବାମ ଗୋଡ଼ରେ ଗୁଳି ବାଜିଛି। ଗୁରୁତର ଅବସ୍ଥାରେ ଜାମସେଦ୍‌କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। ଗତକାଲି ରାତିରେ ନିରାକାରପୁର ଓ ଟାଙ୍ଗୀ ଥାନା ପୋଲିସ ମିଳିତ ଭାବେ ଏନ୍‌କାଉଣ୍ଟର କରିଥିଲା। ଏହି ସମୟରେ ଜାମସେଦ୍‌ ପୋଲିସ ଉପରକୁ ବୋମା ପକାଇ ଖସି ଯିବାକୁ ଚେଷ୍ଟା କରୁଥିବାବେଳେ ପୋଲିସ ଗୁଳିରେ ଆହତ ହୋଇଛି। ତା ନିକଟରୁ ବନ୍ଧୁକ ଜବତ କରାଯାଇଛି। ବୋମା ମାଡରେ ୪ଜଣ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ଜାମସେଦ୍‌ ନାଁରେ ବିଭିନ୍ନ ଥାନାରେ ଏକାଧିକ ଅପରାଧିକ ମାମଲା ରହିଛି।

KNews Bureau

Recent Posts

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

19 seconds ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

46 mins ago

ଆଜି ଲୋକସଭା ବାଚସ୍ପତି ନିର୍ବାଚନ, ଦିନ ୧୧ଟାରେ ଭୋଟିଂ

ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…

51 mins ago

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

9 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

10 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

10 hours ago