ରାଜ୍ୟ

ଏନଫୋର୍ସମେଣ୍ଟ ଏଜେନ୍ ସିର ଗୁରୁତ୍ବପୂର୍ଣ୍ଣ ବୈଠକ

ଭୁବନେଶ୍ୱର(କେନ୍ୟୁଜ୍‌): ସାଧାରଣ ନିର୍ବାଚନ ନେଇ ଏନଫୋର୍ସମେଣ୍ଟ ଏଜେନ୍ ସିର ଗୁରୁତ୍ବପୂର୍ଣ୍ଣ ବୈଠକ । କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ହିମାନୀ କାଶ୍ୟପଙ୍କ ଅଧ୍ୟକ୍ଷତାରେ ନିର୍ବାଚନ ପ୍ରସ୍ତୁତି ଓ ପରିଚାଳନା ନେଇ ବୈଠକରେ ଆଲୋଚନା ହୋଇଛି । ରାଜ୍ୟ ନିର୍ବାଚନ ଅଧିକାରୀ ଓ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ବୈଠକରେ ଉପସ୍ଥିତ ଅଛନ୍ତି ।

Sasmita

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଲୋକଙ୍କ ପାଇଁ କିପରି କଟିବ ଦିନ

ମେଷ: ଲାଭ ବଢ଼ିବ ଏବଂ ଆୟରେ ବୃଦ୍ଧି ଘଟିବ । କୌଣସି ନୂଆ ଆଇଡିଆ ଆପଣଙ୍କୁ ଆଗକୁ ନେବାରେ ସହାୟକ…

6 hours ago

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମୃତ୍ୟୁ, କ୍ଷତିପୁରଣ ଦାବିରେ କଟକ-ଚାନ୍ଦବାଲି ରାଜ୍ୟ ରାଜପଥ ଅବରୋଧ

ଆଳି : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଦିନ ମଜୁରିଆଙ୍କ ମୃତ୍ୟୁ ଘଟିଛି । କ୍ଷତିପୁରଣ ଦାବିରେ କଟକ-ଚାନ୍ଦବାଲି…

8 hours ago

ବ୍ୟାଟେରୀ ଗାଡିରୁ ସର୍ଟ ସର୍କିଟ ହୋଇ ଫାଟିଲା ଗ୍ୟାସ ଟାଙ୍କି, ଜଳିଗଲା ଘର

ବ୍ୟାଟେରୀ ଗାଡିରୁ ସର୍ଟ ସର୍କିଟ ହୋଇ ଫାଟିଗଲା ଗ୍ୟାସ ଟାଙ୍କି ଜଳିଗଲା ଘର । ବାରିପଦା ସଦର ଥାନା ଅନ୍ତର୍ଗତ…

9 hours ago

ଘୋଷଣା ହେଲା ମନ୍ତ୍ରୀଙ୍କ ବିଭାଗ ବଣ୍ଟନ, ମୁଖ୍ୟମନ୍ତ୍ରୀଙ୍କ ହାତରେ ଗୃହ, ସୂର୍ଯ୍ୟବଂଶୀଙ୍କୁ ଉଚ୍ଚଶିକ୍ଷା

କେନ୍ୟୁଜ (ବ୍ୟୁରୋ) : ଆଜି ମୋହନ ମାଝୀଙ୍କ ସରକାରରେ ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି । ମୁଖ୍ୟମନ୍ତ୍ରୀ ନିଜ ପାଖରେ…

9 hours ago

ମୃତ ଝିଅର ନ୍ୟାୟ ପାଇଁ ଥାନା ବାରଣ୍ଡାରେ ନେହୁରା ହେଉଛି ମା

ସୋର: ଥାନା ସମ୍ମୁଖରେ ହୋହାଲ୍ଲା ପାଟିତୁଣ୍ଡ । କମ୍ପୁଛି ସ୍‌ଥାନୀୟ ଅଞ୍ଚଳ । ଆପଣ ଭାବୁଥିବେ ଥାନା ସମ୍ମୁଖରେ ଏତେ…

10 hours ago

ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜେଟିପିଙ୍କୁ ଭକ୍ତଙ୍କ ଆକ୍ରମଣ ଅଭିଯୋଗ

ପୁରୀ : ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜେଟିପିଙ୍କୁ ଭକ୍ତଙ୍କ ଆକ୍ରମଣ ଅଭିଯୋଗ । ଆହତ ଜେଟିପି ହେଉଛନ୍ତି ଲଷ୍ମୀଧର ଉପାଧ୍ୟାୟ…

11 hours ago