Categories: ରାଜ୍ୟ

ଇଞ୍ଜିନିୟରିଂ ଛାତ୍ରୀଙ୍କୁ ଗଣଦୁଷ୍କର୍ମ , ଗୁରୁତର ଅବସ୍ଥାରେ ରାଉରକେଲା ଡାକ୍ତରଖାନାରେ ଭର୍ତ୍ତି

ରାଉରକେଲା(କେନ୍ୟୁଜ୍) : ଇଞ୍ଜିନିୟରିଂ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ । ଝାଡ଼ଖଣ୍ଡ ଲୋଟାପାହାଡ଼ ଜଙ୍ଗଲରେ ଛାତ୍ରୀଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଗୁରୁତର ରାଉରକେଲାର ଏକ ଘରୋଇ ଇଞ୍ଜିଜିନିୟରିଂ କଲେଜର ଛାତ୍ରୀ। ଅଭିଯୋଗ ଅନୁଯାୟୀ, ଗତ ୩୧ ତାରିଖରେ ଛାତ୍ରୀ ଜଣକ ଝାରସୁଗୁଡ଼ା ଯିବାକୁ ଷ୍ଟେସନ ଯାଇଥିଲେ। ସେଠାରେ ତାଙ୍କର ଜଣେ ପୁରୁଷ ବନ୍ଧୁ ରାଉରକେଲା ଷ୍ଟେସନରୁ ଝାଡ଼ଖଣ୍ଡ ନେଇଥିଲେ। ସେଠାରେ ୨ ଦିନ ଅଟକ ରଖି ୫ରୁ ୬ ଜଣ ଯୁବକ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଗତ ୩ ତାରିଖରୁ ଛାତ୍ରୀ ଜଣକ ନିଖୋଜ ଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ରାଉରକେଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅଭିଯୋଗ ପରେ ରେଳବାଇ ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି।

KNews Bureau

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ କ୍ୟାରିୟରକୁ ନେଇ କିଛି ଖୁସି ଖବର ପାଇବେ, କୌଣସି କାର୍ଯ୍ୟ ପାଇଁ ପ୍ରଶଂସା ମିଳିବ

ମେଷ : ବ୍ୟବସାୟ ତଥା ଅନ୍ୟ କ୍ଷେତ୍ରରେ ଆଜିର ଦିନ ଆପଣ ପାଇଁ ଲାଭପ୍ରଦ ଅଟେ । ଘର ତଥା…

4 hours ago

ଦୁର୍ଘଟଣାରେ ଗୋଡ ହରାଇ ଥିବା ଶିକ୍ଷକଙ୍କୁ ପାଣି ପିଆଇ ସାନ୍ତ୍ଵନା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର(କେନ୍ୟୁଜ୍‌): ସମୟ ଥିଲା ଅପରାହ୍ନ । ଅନେକ ବ୍ୟକ୍ତି, ସଂଗଠନ, ସାଧାରଣ ଲୋକ ଆସି ରାଜ୍ୟ ଅତିଥି ଭବନର ଅସ୍ଥାୟୀ…

8 hours ago

ରାଜଧାନୀ ରାସ୍ତା କଡ଼ରେ ଗଛ ଲଗାଉଥିବା ଓ ପାଣି ଦେଉଥିବା ଏ ବ୍ୟକ୍ତିଙ୍କୁ ଦେଖିଛନ୍ତି କି ?

ଭୁବନେଶ୍ୱର: ଟାଇଁ ଟାଇଁ ମୁଣ୍ଡଫଟା ଖରା । ଚାଲିକି କି ସାଇକେଲରେ ଯିବା ଲୋକ ଖୋଜୁଛି ଗଛ ଛାଇ ଟିକେ…

8 hours ago

କାର ସହ ବାଇକ୍‌ ମୁହାଁମୁହିଁ ଧକ୍କା, ୨ ମୃତ

ଗଞ୍ଜାମ(କେନ୍ୟୁଜ୍‌): କାର ସହ ମୋଟର ସାଇକେଲ ମୁହାଁମୁହିଁ ଧକ୍କା। ୨ ବାଇକ ଆରୋହୀ ମୃତ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ…

8 hours ago

ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ରାଜ୍ୟରେ ଜାରି ରହିବ ଗ୍ରୀଷ୍ମ ଲହରୀ

ଭୁବନେଶ୍ୱର(କେନ୍ୟୁଜ୍‌): ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଦକ୍ଷିଣ ଓଡିଶାରେ ପ୍ରବେଶ କରିବା ପରେ ଆଉ ଆଗକୁ…

8 hours ago

କାଲି ଆର୍ଟ ଅଫ୍ ଗିଭିଂ ଦିବସ, ୨୦୦ ଦେଶ ଏବଂ ୨୫ ହଜାର ସ୍ଥାନରେ ହେବ ପାଳନ

ଭୁବନେଶ୍ୱର(କେନ୍ୟୁଜ୍‌): ଆସନ୍ତାକାଲି ପାଳିତ ହେବ ଆର୍ଟ ଅଫ୍ ଗିଭିଂ ଦିବସ । ଅନ୍ୟକୁ ସାହାଯ୍ୟ ଏବଂ ଦାୟିତ୍ବ ସମ୍ପନ୍ନ ଭାବେ…

9 hours ago