ଭୁବନେଶ୍ୱର (କେନ୍ୟୁଜ): ସ୍କୁଲକୁ ପଢ଼ିବାକୁ ଆସୁଥିବା ଛାତ୍ରଛାତ୍ରୀ ମାସ୍କ ପିନ୍ଧିବେ । ବିନା ମାସ୍କରେ ସ୍କୁଲରେ ପ୍ରବେଶ ଅନୁମତି ମିଳିବ ନାହିଁ । ପ୍ରବେଶ ପଥରେ ଛାତ୍ରଛାତ୍ରୀଙ୍କର ଥର୍ମାଲ ସ୍କ୍ରିନିଂ ହେବ । ସେଠାରେ ସାନିଟାଇଜର୍ ବି ରହିବ । କ୍ଲାସରୁମରେ ରହିବ ସାମାଜିକ ଦୂରତା । ଏହାକୁ ସୁନିଶ୍ଚିତ କରିବେ କୋଭିଡ୍ ମନିଟର୍ । ଯଦି କୌଣସି ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ କିମ୍ବା କର୍ମଚାରୀଙ୍କୁ ଜ୍ୱର, କାଶ, ଥଣ୍ଡା ହେଉଥିଲେ ସେମାନେ ସ୍କୁଲ ନଆସିବାକୁ କୁହାଯାଇଛି ।
ସ୍କୁଲ ପରିଚାଳନା କମିଟି ନିୟମିତ ବ୍ୟବଧାନରେ ସ୍କୁଲକୁ ସାନିଟାଇଜ୍ କରିବେ । ସ୍କୁଲ ଯାଉଥିବା ଛାତ୍ରଛାତ୍ରୀଙ୍କ ସୁରକ୍ଷା ଓ ସ୍ୱାସ୍ଥ୍ୟକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କୋଭିଡ୍ ଗାଇଡ୍ଲାଇନ୍ ପାଳନ ଉପରେ ଗୁରୁତ୍ୱାରୋପ କରିଛନ୍ତି। ଏଥିପାଇଁ ପୁଣି ଥରେ ଗଣଶିକ୍ଷା ବିଭାଗ ପକ୍ଷରୁ ଗାଇଡ୍ଲାଇନ୍ ଜାରି କରାଯାଇଛି।
ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…
ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…
ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…
ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…
ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…