ବାଲୁଖଣ୍ଡ-କୋଣାର୍କ ବନ୍ୟପ୍ରାଣୀ ଅଭୟାରଣ୍ୟ ଅଞ୍ଚଳକୁ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କ ଅଚାନକ ଗସ୍ତ। ଫନି କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଥିଲେ। ପୁନରୁଦ୍ଧାର କାର୍ଯ୍ୟ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ମନ୍ତ୍ରୀ। ଏହାସହ ନୂଆନଈ ନିକଟ ପ୍ରକୃତି ନିବାସର ମରାମତି, ପୁନରୁଦ୍ଧାର ଓ ନବୀକରଣ କାମ ଆସନ୍ତା ନଭେମ୍ବର ସୁଦ୍ଧା ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବାତ୍ୟାରେ ବ୍ୟାପକ କ୍ଷତିଗ୍ରସ୍ତ ହୋଇଥିଲା ପ୍ରକୃତି ନିବାସ। ଆଗକୁ ପର୍ଯ୍ୟଟନ ଋତୁ ଥିବାରୁ ତୁରନ୍ତ ସାରିବା ପାଇଁ ବନ ବିଭାଗ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ବିକ୍ରମ କେଶରୀ ଆରୁଖ। ସେହିପରି ହରିଣଙ୍କ ସୁରକ୍ଷା ପାଇଁ ଶିକାର ନିରୋଧ ସ୍କ୍ଵାଡ୍ ଗଠନ କରିବାକୁ କହିଛନ୍ତି ମନ୍ତ୍ରୀ।
ମେଷ: ଆଜି ଆପଣଙ୍କ ପାଇଁ ଦିନଟି ଶକ୍ତିଶାଳୀ ହେବାକୁ ଯାଉଛି । ଆପଣ ଠିକ୍ ସମୟରେ କାର୍ଯ୍ୟ ସମାପ୍ତ କରିବାକୁ…
କନ୍ଧମାଳ : କନ୍ଧମାଳରେ ଓଲଟିଲା ଯାତ୍ରୀବାହୀ ବସ୍ । ୩ ଯାତ୍ରୀ ମୃତ, ୫୦ରୁ ଅଧିକ ଯାତ୍ରୀ ଆହତ ।…
ପାଟଣାଗଡ଼ : ପୁତୁରାର ଟାଙ୍ଗିଆ ଚୋଟରେ ଖୁଡି ମୃତ । ଘଟଣା ଘଟିଛି ପାଟଣାଗଡ଼ ଥାନା କୁତୁମୁଣ୍ଡା ଗ୍ରାମରେ ।…
ଭୁବନେଶ୍ୱର : ସୋସିଆଲ ମିଡିଆରୁ ହଟିଲା ୪୨୦ ଆପତ୍ତିଜନକ ପୋଷ୍ଟ । ଆଦର୍ଶ ଆଚରଣ ବିଧି ଓ ଆଇନ ଉଲ୍ଲଙ୍ଘନକାରୀ…
ଭୁବନେଶ୍ୱର : ନିର୍ବାଚନ ଡ୍ୟୁଟିରେ ଯାଉଥିବା ବେଳେ ବସ୍ ଦୁର୍ଘଟଣା । ନିର୍ବାଚନ ଡ୍ୟୁଟିରେ ବଲାଙ୍ଗିରରୁ କେନ୍ଦ୍ରାପଡ଼ାକୁ ବସଟି ଯାଉଥିଲା।…
ଭୁବନେଶ୍ୱର : ରାଜ୍ୟରେ ବଢୁଛି ତାପମାତ୍ରା । ହିଟୱେଭ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।…