Categories: ରାଜ୍ୟ

କଟକ: କୃଷକ ବଜାର ବସ୍ତି ଉଚ୍ଛେଦ ବେଳେ ତାଲିଲେ ଲୋକେ

କଟକ(କେନ୍ୟୁଜ୍): ବସ୍ତି ଉଚ୍ଛେଦ ବେଳେ ଉତ୍ତେଜନା। କଟକ କୃଷକ ବଜାର ଅଞ୍ଚଳରେ ଜବରଦଖଲ ଉଚ୍ଛେଦ ବେଳେ ତାଲିଲେ ଲୋକ। ପୋଲିସକୁ ଅଟକାଇବା ବେଳେ ଧସ୍ତାଧସ୍ତି ହୋଇଛି। ଜିଲ୍ଲାପାଳଙ୍କ ଉପସ୍ଥିତିରେ ଆଜି କୃଷକ ବଜାର ଅଞ୍ଚଳରେ ଜବରଦଖଲରେ ଥିବା ଘରକୁ ଭଙ୍ଗା ଯାଇଥିଲା। ଉଚ୍ଛେଦ କାମରେ ଲାଗିଥିଲେ ଏନ୍‌ଫୋର୍ସମେଣ୍ଟ ଅଧିକାରୀ ଓ ପୋଲିସ। ଏତିକିବେଳେ ବିରୋଧ କରିଥିଲେ ବସ୍ତି ବାସିନ୍ଦା। ପରେ ବସ୍ତି ଉଚ୍ଛେଦ ପ୍ରତିବାଦରେ ଧାରଣାରେ ବସିଥିଲେ ଶତାଧିକ ମହିଳା।

KNews Bureau

Recent Posts

ବରଗଡ଼ରେ ଅଘଟଣ: ଶୋଇଥିବାବେଳେ ଗୋଟିଏ ପରିବାରର ୩ ଜଣଙ୍କୁ ଦଳିଦେଲା ହାତୀ

ବରଗଡ଼ (କେନ୍ୟୁଜ): ପୁଣି ହାତୀ ଉପଦ୍ରବ  । ଗୋଟିଏ ପରିବାରର ୩ ଜଣଙ୍କୁ ଦଳିଦେଲେ ୩ଟିକିଆ ହାତୀପଲ ।  ରାତିରେ…

8 mins ago

ହୁ ହୁ ହୋଇ ବଢୁଛି ପରିବା ଦର : ଆଳୁ କିଲୋ ୩୫ , ପିଆଜ କିଲୋ ୪୫ରୁ ୫୦

ଭୁବନେଶ୍ୱର (କେନ୍ୟୁଜ): ମହଙ୍ଗା ମାଡ଼ରେ ଖାଉଟି ବେହାଲ ।  ହୁ ହୁ ହୋଇ ବଢୁଛି ଆଳୁ- ପିଆଜ ସାଙ୍ଗକୁ ପରିବା…

22 mins ago

ଜୁନ ଅଧା ସରିଲାଣି ମୌସୁମୀର ଦେଖା ମିଳୁନି, ଗରମ ଓ ଗୁଳୁଗୁଳିରେ ସିଝୁଛନ୍ତି ରାଜ୍ୟବାସୀ

ଭୁବନେଶ୍ୱର (କେନ୍ୟୁଜ): ପ୍ରାକ୍ ମୌସୁମୀ ବର୍ଷା ବଦଳରେ ବହୁଛି ଝାଞ୍ଜି ପବନ ।  ଜୁନ ମାସ ଅଧା ସରିଲାଣି, ତଥାପି…

47 mins ago

ଚାଷୀଙ୍କ ପାଇଁ ଖୁସି ଖବର: ଆଜି ମିଳିବ ପିଏମ କିଷାନ ସମ୍ମାନ ନିଧିର ୧୭ତମ କିସ୍ତି

ଆଜି ଚାଷୀଙ୍କୁ ମିଳିବ ପିଏମ କିଷାନ ଟଙ୍କା । ପିଏମ କିଷାନ ସମ୍ମାନ ନିଧି ଯୋଜନାରେ କୃଷକଙ୍କ ବ୍ୟାଙ୍କ ଆକାଉଣ୍ଟକୁ…

51 mins ago

ଆଜି ପୁଣି କମିଲା ପେଟ୍ରୋଲ ଦର, ବାଇକ ଆରୋହୀଙ୍କୁ ଆଶ୍ବସ୍ତି

ପେଟ୍ରୋଲ ହେଉଛି ଏକ ଦୈନଦିନ ଖର୍ଚ୍ଚ । ଯେଉଁଠି ପାଇଁ ଆମେ ସବୁବେଳେ ଦର ଉପରେ ନଜର ରଖିଥାଉ ।…

1 hour ago

ବଡ଼ ଆଶ୍ବସ୍ତି: ଭାରତୀୟ ବଜାରରେ କମିଲା ସୁନା ଦର

ଆଜି ସୁନା କିଣିବାକୁ ଚାହୁଁଛନ୍ତି କି ? ତେବେ ଆପଣଙ୍କ ପାଇଁ ଖୁସି ଖବର ଆସିଛି। ଆଜି ସୁନା କିଣିବାକୁ…

1 hour ago