Below header

ପୌର ନିର୍ବାଚନ ପାଇଁ ଆଉ ପାଦ ଆଗେଇଲେ ନିର୍ବାଚନ କମିଶନ, ଜିଲ୍ଲାକୁ ପଠାଗଲା EVM

ଭୁବନେଶ୍ବର(କେନ୍ଯୁଜ୍): ପଞ୍ଚାୟତ ପରେ ପରେ ପୌର ନିର୍ବାଚନ । ପୌର ନିର୍ବାଚନ ପାଇଁ ଆଉ ପାଦ ଆଗେଇଲେ ନିର୍ବାଚନ କମିଶନ । ଜିଲ୍ଲାକୁ ପଠାଗଲା EVM । ପ୍ରଥମ ପର୍ଯ୍ୟାୟରେ ୧୫ ଜିଲ୍ଲାକୁ ପଠାଗଲା EVM ।

ଗତକାଲି ୫ ଜିଲ୍ଲାକୁ ପଠାଯାଇଥିବା ବେଳେ ଆଜି ୧୦ ଜିଲ୍ଲାକୁ ପଠାଗଲା EVM । ରାଜ୍ୟର ୧୦୫ ପୌରାଞ୍ଚଳରେ ହେବ ନିର୍ବାଚନ । କଟକ ଭୁବନେଶ୍ୱର ଓ ବ୍ରହ୍ମପୁର ମହାନଗର ନିଗମରେ ହେବ ନିର୍ବାଚନ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.