କେନ୍ୟୁଜ୍: ବାତ୍ୟାରେ ଇଭିଏମ୍ ସୁରକ୍ଷା ଚିନ୍ତା। କେମିତି ଇଭିଏମ୍କୁ ବର୍ଷା ଓ ପବନରୁ ସୁରକ୍ଷିତ ରଖାଯିବ ସେନେଇ ପଦକ୍ଷେପ ନିଆଯାଉଛି। ଏହି ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁରେନ୍ଦ୍ର କୁମାର। ବାତ୍ୟା ପ୍ରଭାବିତ ଆଶଙ୍କା ଥିବା କିଛି ଜିଲ୍ଲାର କେତେକ ସ୍ଥାନରେ ଇଭିଏମ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବା ପାଇଁ ପ୍ରସ୍ତାବ ରହିଛି। ଏନେଇ ମୁଖ୍ୟ ନିର୍ବାଚନ କମିଶନଙ୍କୁ ଅବଗତ କରାଯାଇଛି। ନିର୍ଦ୍ଦେଶ ଆସିବା ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ।
ମେଷ: ଆଜିର ଦିନ ଭଲରେ କଟିବ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବ୍ୟାୟାମ ଜାରି ରଖନ୍ତୁ । କୌଣସି ନୂଆ…
ଭୁବନେଶ୍ୱର : ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ। ହକି ଇଣ୍ଡିଆ ସହ ଆଲୋଚନା…
ବାଲେଶ୍ଵର : ବାଲେଶ୍ଵର ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ । ବାଲେଶ୍ବର ସହରରେ କର୍ଫ୍ୟୁ ପରିସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ ।…
ଭୁବନେଶ୍ୱର : ପିସିସି ସଭାପତିଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼। ଆଜି କଂଗ୍ରେସ…
ଲମତାପୁଟ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ଯୁ । ମୃତ ବ୍ୟକ୍ତି ଜଣକ ଲମତାପୁଟ ବ୍ଲକ…
ଅଗ୍ରସର ହେଲା ମୌସୁମୀ । ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ…