ଓଡ଼ିଶାର ପୂର୍ବତନ ମୁଖ୍ୟ ଶାସନ ସଚିବ ଏଲ ଆଇ ପରିଜାଙ୍କ ୮୯ ବର୍ଷ ବୟସରେ ପରଲୋକ

କଟକ(କେନ୍ୟୁଜ୍): ଓଡ଼ିଶାର ପୂର୍ବତନ ମୁଖ୍ୟ ଶାସନ ସଚିବ ଏଲ.ଆଇ ପରିଜାଙ୍କ ୮୯ ବର୍ଷ ବୟସରେ ପରଲୋକ। କଟକର ଏକ ଘରୋଇନର୍ସିଂ ହୋମରେ ଗତକାଲି ବିଳମ୍ବିତ ରାତିରେ ତାଙ୍କର ଦେହାନ୍ତ ହୋଇଥିବା ଜଣାପଡିଛି। ଓଡ଼ିଶା ଲୋକସେବା ଆୟୋଗର ପୂର୍ବତନ ଅଧ୍ୟକ୍ଷ ଓ ଓଡ଼ିଶା ରଣଜୀ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମଧ୍ୟ ସେ ରହିଥିଲେ। ବିଶିଷ୍ଟ ଓଡ଼ିଆ ବୈଜ୍ଞାନିକ ପ୍ରାଣକୃଷ୍ଣ ପରିଜାଙ୍କ ସୁପୂତ୍ର ଥିଲେ ଏଲ.ଆଇ ପରିଜା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.