ବିଜେଡି ଛାଡିଲେ ଦେବାଶିଷ ନାୟକ, ଦଳର ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା

ବିଜେଡି ଛାଡିଲେ ଦେବାଶିଷ ନାୟକ । ବରିର ପୂର୍ବତନ ବିଧାୟକ ଦେବାଶିଷ ନାୟକ ବିଜେଡିରୁ ଇସ୍ତଫା ଦେଇଛନ୍ତି ।

ବିଜେଡି ଛାଡିଲେ ଦେବାଶିଷ ନାୟକ । ବରିର ପୂର୍ବତନ ବିଧାୟକ ଦେବାଶିଷ ନାୟକ ବିଜେଡିରୁ ଇସ୍ତଫା ଦେଇଛନ୍ତି । ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି । ଏନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ପାଖରୁ ପଠାଇଛନ୍ତି ଇସ୍ତଫାପତ୍ର । ୨୦୧୯ରେ ବିଜେଡି ତାଙ୍କୁ ପ୍ରାର୍ଥୀ କରି ନଥିଲା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.