Below header

ବିଜେଡି ଛାଡ଼ିଲେ ପୂର୍ବତନ ବିଧାୟକ ବଳଭଦ୍ର ମାଝୀ, ଦଳରେ ଅବହେଳା ଅଭିଯୋଗ କରି ଦେଲେ ଇସ୍ତଫା

ବିଜେଡି ଛାଡ଼ିଲେ ପୂର୍ବତନ ବିଧାୟକ ବଳଭଦ୍ର ମାଝୀ । ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ବଳଭଦ୍ର ମାଝୀ । ଦଳର ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା ।

ଭୁବନେଶ୍ବର (କେନ୍ୟୁଜ) : ବିଜେଡି ଛାଡ଼ିଲେ ପୂର୍ବତନ ବିଧାୟକ ବଳଭଦ୍ର ମାଝୀ । ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ବଳଭଦ୍ର ମାଝୀ । ଦଳର ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା । ଦଳର ସଭାପତିଙ୍କ ନିକଟକୁ ଇସ୍ତଫାପତ୍ର ପଠାଇଲେ । ଦଳରେ ଅବହେଳା ଅଭିଯୋଗ କରି ଇସ୍ତଫା ଦେଲେ । ୨୦୧୯ ନିର୍ବାଚନରେ ବଳଭଦ୍ରଙ୍କୁ ବିଜେଡିରୁ ମିଳିନଥିଲା ଟିକେଟ୍ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.