ଟ୍ୟାକ୍ସ ରେଡ୍‌: ପୂର୍ବତନ ବିଧାୟକ ତଥା ଖଣି ମାଲିକଙ୍କ ଘର ଓ କାର୍ଯ୍ୟାଳୟରେ ଚଢାଉ

ପୂର୍ବତନ ବିଧାୟକଙ୍କ ଘରେ IT ରେଡ୍‌। ଚମ୍ପୁଆର ପୂର୍ବତନ ବିଧାୟକ ଜିତୁ ପଟ୍ଟନାୟକଙ୍କ ଘରେ IT ଚଢାଉ। ଟ୍ୟାକ୍ସ ଫାଙ୍କିବା ଅଭିଯୋଗରେ ଆୟକର ବିଭାଗ ପକ୍ଷରୁ ଚଢାଉ ଚାଲିଥିବା ସୂଚନା ମିଳିଛି।

ଆନନ୍ଦପୁର (କେନ୍ୟୁଜ): ପୂର୍ବତନ ବିଧାୟକଙ୍କ ଘରେ IT ରେଡ୍‌। ଚମ୍ପୁଆର ପୂର୍ବତନ ବିଧାୟକ ଜିତୁ ପଟ୍ଟନାୟକଙ୍କ ଘରେ IT ଚଢାଉ। ଘର ଓ କାର୍ଯ୍ୟାଳୟରେ ଆୟକର ବିଭାଗର ଚଢାଉ ଜାରି ରହିଛି। ଯୋଡ଼ା ସାଇ ମନ୍ଦିର ନିକଟସ୍ଥ ବାସଭବନ ଏବଂ ବନେଇକଳା ଛକରେ ଥିବା ଖଣି କାର୍ଯ୍ୟାଳୟରେ ଚଢ଼ାଉ କରୁଛି ଆୟକର ବିଭାଗ। ଟ୍ୟାକ୍ସ ଫାଙ୍କିବା ଅଭିଯୋଗରେ ଆୟକର ବିଭାଗ ପକ୍ଷରୁ ଚଢାଉ ଚାଲିଥିବା ସୂଚନା ମିଳିଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.