Below header

ପିପିଲି ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ପରଲୋକ

ପିପିଲି ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ଦେହାନ୍ତ । କଂଗ୍ରେସର ବରିଷ୍ଠ ନେତା ଥିଲେ ଯୁଧିଷ୍ଠିର ସାମନ୍ତରାୟ।

ପିପିଲି ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ଦେହାନ୍ତ । କଂଗ୍ରେସର ବରିଷ୍ଠ ନେତା ଥିଲେ ଯୁଧିଷ୍ଠିର ସାମନ୍ତରାୟ। ୭୩ ବର୍ଷ ବୟସରେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଛି । ଦୀର୍ଘ ଦିନ ଧରି କର୍କଟ ରୋଗରେ ଆକ୍ରାନ୍ତ ଥିଲେ ଯୁଧିଷ୍ଠିର । ପିପିଲିରେ ୧୯୯୫ରୁ ୨୦୦୦ ମସିହା ପର୍ଯ୍ୟନ୍ତ ସେ ବିଧାୟକ ଥିଲେ । .

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.