ପୂର୍ବତନ ସାଂସଦ ଜୟନ୍ତୀ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର : ପୂର୍ବତନ ସାଂସଦ ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ଜୟନ୍ତୀ ପଟ୍ଟନାୟକଙ୍କ ଆଜି ପରଲୋକ ଘଟିଛି । ଏକ ଘରୋଇ ହସପିଟାଲରେ ୯୦ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି । ଏ ସମ୍ପର୍କରେ ସୂଚନା ଦେଇଛନ୍ତି ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ । ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ପତ୍ନୀ ଥିଲେ ଜୟନ୍ତୀ । ସେ ଜାତୀୟ ମହିଳା କମିଶନର ପ୍ରଥମ ଅଧ୍ୟକ୍ଷା ହୋଇଥିଲେ । ସେ ବ୍ରହ୍ମପୁର ଓ କଟକ ଲୋକସଭା ଆସନରୁ ନିର୍ବାଚିତ ହୋଇଥିଲେ ।

Leave A Reply

Your email address will not be published.