Below header

ଓଡିଶାରେ ନେପାଳର ପୂର୍ବତନ ପ୍ରଧାନମନ୍ତ୍ରୀ ଲୋକେନ୍ଦ୍ର ବାହାଦୂର ଚାନ୍ଦ, କିଟ ବିଶ୍ୱବିଦ୍ୟାଳୟ କରିବେ ପରିଦର୍ଶନ

ଓଡ଼ିଶାରେ ନେପାଳର ପୂର୍ବତନ ପ୍ରଧାନମନ୍ତ୍ରୀ ଲୋକେନ୍ଦ୍ର ବାହାଦୂର ଚାନ୍ଦ । ଭୁବନେଶ୍ୱର ବିମାନବନ୍ଦରରେ ପହଁଚିବା ପରେ ତାଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ସେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ପୁରୀ ଯାଇ ଶ୍ରୀଜୀଉଙ୍କୁ ଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି। ଏହାସହ ଭୁବନେଶ୍ୱରରେ ବନ୍ଧୁଙ୍କ ଘରକୁ ଯିବେ ଓ କିଟ ବିଶ୍ୱବିଦ୍ୟାଳୟ ପରିଦର୍ଶନ କରିବେ ନେପାଳ ପୂର୍ବତନ ପ୍ରଧାନମନ୍ତ୍ରୀ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.