Below header

ପୂଜା କରୁଥିବା ସମୟରେ ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟଙ୍କୁ ବୀଭତ୍ସ ହତ୍ୟା

ଅନୁଗୋଳ(କେ ନ୍ୟୁଜ): ଘର ବାହାରେ ପୂଜା କରୂଥିବା ସମୟରେ ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟଙ୍କୁ ବୀଭତ୍ସ ହତ୍ୟା । ଏପରି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଅନୁଗୋଳ ଜିଲ୍ଲା ବଳରାମପ୍ରସାଦ ଥାନା ଅଞ୍ଚଳରେ । ୨୭ ନମ୍ବର ଜୋନରେ ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ଶିବିରାମ ସାହୁଙ୍କୁ ହତ୍ୟା କଲେ ଦୁର୍ବୃତ୍ତ । ତେବେ ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.