Categories: ରାଜ୍ୟ

୬୨ ଏକର ଗଞ୍ଜେଇ ଚାଷକୁ ଜାଳିଦେଲେ ଅବକାରୀ ବିଭାଗ, ଗଜପତି ଅନ୍ତରବାରେ ଗଞ୍ଜେଇ ଧୁଆଁ

ମୋହନା (କେନ୍ୟୁଜ୍) : ଗଜପତି ଜିଲ୍ଲା ଅଡବା ଥାନା ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ମଙ୍ଗଳବାର ଅନ୍ତରବା ପୁରୁଣା ସାହି ନିକଟରେ ଚଢାଉକରି ୬୨ ଏକର ଜମିରେ ଚାଷ କରାଯାଇଥିବା ଗଞ୍ଜେଇ ଗଛ ନଷ୍ଟ କରିଛନ୍ତି । ଗଜପତି ଜିଲ୍ଲପାଳ ଅନୁପମ ସାହା ଓ ଏସପି ଶାରା ଶର୍ମାଙ୍କ ନିର୍ଦ୍ଦେଶକ୍ରମେ ଉକ୍ତ ଅଂଚଳରେ ଗଞ୍ଜେଇ ଚାଷ ନଷ୍ଟ ପାଇଁ ଚଢାଉ କରାଯାଇଥିଲା ।

ଏଥିରେ ଏକ ଲକ୍ଷ ୨୪ହଜାର ଗଞ୍ଜେଇ ଗଛ କାଟି ପୋଡି ନଷ୍ଟ କରାଯାଇଥିବାବେଳେ ଯାହାର ଆନୁମାନିକ ମୂଲ୍ୟ ୧୨ କୋଟି ଟଙ୍କାରୁ ଉର୍ଦ୍ଧ ବୋଲି ଏସଡିପିଓ ଅଶୋକ ମହାନ୍ତି କହିଛନ୍ତି । ଏହି ଚଢାଉରେ ମୋହନା ତହସିଲଦାର କଲ୍ୟାଣୀ ସଂଘମିତ୍ରା ଦେବୀ ମାଜଷ୍ଟେଟ ଦାୟୀତ୍ୱରେ ଥିବା ବେଳେ ଅଡବାଥାନା ଅଧିକାରୀ ଆଲୋକ ରଞ୍ଜନ ଜଗଦଲା, ଅବକାରୀ ନିରୀକ୍ଷକ ସୁରୀବାବୁଙ୍କ ସମେତ ପୋଲିସ, ଅବକାରୀ ଓ ରାଜସ୍ୱ କର୍ମଚାରୀ ସାମିଲ ଥିଲେ ।

KNews Bureau

Recent Posts

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

24 mins ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

33 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

1 hour ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମ୍ମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମ୍ମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

1 hour ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

2 hours ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

2 hours ago