ଢେଙ୍କାନାଳ(କେନ୍ୟୁଜ୍): ଢେଙ୍କାନାଳ ଜିଲ୍ଲା ପର୍ଜଙ୍ଗ ପୋଲିସକୁ ସଫଳତା। ପୋଲିସ ଚେକିଂ ବେଳେ ଜବତ ହେଲା ବିପୁଳ ପରିମାଣର ବିସ୍ଫୋରକ । ଏହାସହ ବିସ୍ଫୋରକ ଚାଲାଣ ହେଉଥିବା କାର୍କୁ ମଧ୍ୟ ଜବତ କରିଛି ପୋଲିସ । ଏଥିରେ ଜଣଙ୍କୁ ଗିରଫ କରାଯାଇଛି । ଅଭିଯୁକ୍ତ ଜଣକ ମୋଟଗାଁ ଥାନା ବଳରାମପ୍ରସାଦ ଗାଁର ସୁବ୍ରତ କୁମାର ଜେନା ।
ପର୍ଜଙ୍ଗ ଥାନାର ହାତୀଲୁଚାଣି ନିକଟରେ ପୋଲିସ ଚେକିଂ ଚାଲିଥିବା ବେଳେ ଏକ କାରକୁ ଅଟକାଇଥିଲା ପୋଲିସ । ଯାଞ୍ଚ ବେଳେ କାର୍ରୁ ବିପୁଳ ପରିମାଣର ବିସ୍ଫୋରକ ମିଳିଥିଲା । ଗିରଫ ଅଭିଯୁକ୍ତ ଦୀର୍ଘ ଦିନ ହେବ ଏହି ବିସ୍ଫୋରକ କାରବାରରେ ସମ୍ପୃକ୍ତ ଥିବା ଜଣାପଡ଼ିଛି। ଗିରଫ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯିବ ବୋଲି ପୋଲିସ କହିଛି ।.
ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…
ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…
କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…
ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…
ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…