Below header

ଜୟପୁରରୁ ବିସ୍ଫୋରକ ବୋଝେଇ ଟ୍ରକ୍‌ ଜବତ, ଡ୍ରାଇଭର ଓ ହେଲ୍‌ପରକୁ ଅଟକ ରଖି ପଚରାଉଚରା କରୁଛି ପୋଲିସ୍

ଜୟପୁର: ଜୟପୁରରୁ ବିସ୍ଫୋରକ ବୋଝେଇ ଟ୍ରକ୍‌ ଜବତ । ରାତିରେ ପାଟ୍ରୋଲିଂ କରୁଥିବା ବେଳେ ବିସ୍ଫୋରକ ବୋଝେଇ ଟ୍ରକ୍‌କୁ ଜବତ କରିଛି ଜୟପୁର ଟାଉନ ଥାନା ପୋଲିସ । ଏହି ଟ୍ରକ୍‌ଟି ହାଇଦ୍ରାବାଦରୁ ମାଲକାନଗିରି ଯାଉଥିବା ସୂଚନା ମିଳିଛି । ଏହାସହ ଗାଡିର ଡ୍ରାଇଭର ଓ ହେଲ୍‌ପରକୁ ଅଟକ ରଖି ପଚରାଉଚରା କରୁଛି ପୋଲିସ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.