ଭୁବନେଶ୍ୱର(କେନ୍ୟୁଜ୍): ସ୍କୁଲ ଛୁଟି ନିଷ୍ପତ୍ତି ନେବେ ଜିଲ୍ଲାପାଳ । ସ୍ଥାନୀୟ ପାଣିପାଗ ସୂଚନା ଭିତ୍ତିରେ ଜିଲ୍ଲାପାଳମାନେ ନିଷ୍ପତ୍ତି ନେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ । ଏହି ନିର୍ଦ୍ଦେଶ ଅନୁଯାୟୀ ଜିଲ୍ଲାପାଳମାନେ ନିଜ ନିଜ ଜିଲ୍ଲାର ପାଣିପାଗ ସ୍ଥିତିକୁ ନେଇ ସରକାରୀ, ବେସରକାରୀ ଓ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଗୁଡିକର ପ୍ରଥମରୁ ଦ୍ଵାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଛୁଟି ଘୋଷଣା କରିବେ କିମ୍ବା ସମୟ ନିର୍ଘଣ୍ଟ ପରିବର୍ତନ କରିବେ । ଅନୁକୂଳ ପାଣିପାଗ ଥିବା ଜିଲ୍ଲାମାନଙ୍କରେ ସକାଳ ୬ଟା ୩୦ରୁ ୧୦.୩୦ ପର୍ଯ୍ୟନ୍ତ ସ୍କୁଲ ସମୟ ରଖିବେ । ଏହି ନିର୍ଦ୍ଦେଶ ଆଗାମୀ ୨୦ ତାରିଖ ଯାଏଁ ବଳବତ୍ତର ରହିବ ।
କୋରାପୁଟ : ଦୁଇ ନକଲି ନକ୍ସଲ ଗିରଫ । ଜୟପୁର ସଦର ଥାନା ଓ ବୈପାରିଗୁଡା ପୋଲିସର ମିଳିତ ଉଦ୍ୟମରେ…
ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…
ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…
କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…
ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…