ପୁରୀ: ପୁରୀ କୁମ୍ଭାରପଡ଼ା ଥାନା ପୋଲିସ ଚଢ଼ାଉ କରି ଜବତ କରିଛି ବ୍ୟାପକ କଫ୍ ସିରପ୍ ଓ ନିଶା ବଟିକା । ଅବାଧରେ ବେଆଇନ ବିକ୍ରି କରୁଥିବା ଅଭିଯୋଗରେ ଦୁଇ ଜଣଙ୍କୁ ଗିରଫ କରିଛି ପୋଲିସ ।
କ୍ରିଷ୍ଣା ଗାର୍ଡେନରେ ବେଆଇନ ଭାବେ ଅପମିଶ୍ରିତ କଫ୍ ସିରପ୍ ପ୍ରସ୍ତୁତ ହେଉଥିବା ଖବର ପାଇଁ ପୋଲିସ ଚଢ଼ାଉ କରିଥିଲେ । ରଣଜିତ୍ ସ୍ୱାଇଁ ଓ ଅଭିଜିତ ରାୟକୁ ପୋଲିସ ଗିରଫ କରିଛି । ବିଭିନ୍ନ ସାମଗ୍ରୀ ସହ ୧୫ ହଜାର ୫୦୦ ଟଙ୍କା ଜବତ କରାଯାଇଛି ।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…