ରାଜ୍ୟ

ଟଳିଯାଇଛି ସୁବର୍ଣ୍ଣରେଖାରେ ବଡ଼ ଧରଣର ବିପତ୍ତି: ବାଲେଶ୍ୱର ଜିଲ୍ଲାର ୪ ବ୍ଲକରେ ବ୍ୟାପକ କ୍ଷୟକ୍ଷତି

ବାଲେଶ୍ବର(କେନ୍ୟୁଜ୍): ଉପର ମୁଣ୍ଡରେ ବର୍ଷାର ପ୍ରକୋପ ଥମିବା ପରେ ସୁବର୍ଣ୍ଣରେଖାରେ ବଡ଼ ଧରଣର ବିପତ୍ତି ଟଳିଯାଇଛି । ହେଲେ ବାଲେଶ୍ୱର ଜିଲ୍ଲାର ବସ୍ତା, ବାଲିଆପାଳ, ଭୋଗରାଇ, ଜଳେଶ୍ୱର ବ୍ଲକରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ୨୦୦ ଗାଁ ପାଣିଘେରରେ ରହିଛି । ଝାଡ଼ଖଣ୍ଡ ଗାଲୁଡିହି ଡ୍ୟାମର ୧୬ଟି ଗେଟ୍‌ ବନ୍ଦ କରାଯାଇଛି ।

ତଳିଆ ଓ ନଦୀ ତଟବର୍ତ୍ତୀ ଅଞ୍ଚଳରେ ୨ରୁ ୩ ଦିନ ଯାଏ ବନ୍ୟା ସ୍ଥିତି ଲାଗିରହିବ ବୋଲି ଜଳସମ୍ପଦ ବିଭାଗ ପକ୍ଷରୁ କୁହାଯାଇଛି । ୪୦ ହଜାର ଲୋକଙ୍କୁ ପାଣି ଘେରରୁ ଉଦ୍ଧାର କରାଯାଇଛି । ୨୧୩ଟି ବନ୍ୟା ଆଶ୍ରୟସ୍ଥଳୀରେ ବିପନ୍ନଙ୍କୁ ରଖାଯାଇଛି । ୧୭୫ଟି ସ୍ଥାନରେ ମାଗଣା ରନ୍ଧାଖାଦ୍ୟ ଯୋଗାଇ ଦିଆଯାଉଛି । ସୁବର୍ଣ୍ଣରେଖା ରାଜଘାଟ ନିକଟରେ ବିପଦ ସଙ୍କେତ ୧୦.୩୬ ଥିବାବେଳେ ଏବେ ରହିଛି ୧୦.୩୦ ମିଟର ।

KNews Bureau

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି ବାହାରକୁ ଯାତ୍ରା କରିବେ ଏବଂ ପରିବାର ସହ ଖୁସିର ସମୟ କାଟିବେ

ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…

1 hour ago

ଚାଇଲ୍ଡ ଲାଇନ କର୍ମଚାଚାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ

 ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…

2 hours ago

ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ

 ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…

3 hours ago

ତୁଟିଲା ବିବାଦ, ଆଜି ବାରିପଦା ବସଷ୍ଟାଣ୍ଡରୁ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ

ମୟୁରଭଞ୍ଜ : ତୁଟିଲା ବିବାଦ ।  ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…

3 hours ago

ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ

କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…

4 hours ago

ଅଜଣା ରୋଗରେ ଆକ୍ରାନ୍ତ ହୋଇ ବିଛଣାରେ ପଡ଼ି ରହିଛି ୩୫ ବର୍ଷୀୟ ପୁଅ

ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…

5 hours ago