ରାଜ୍ୟ

ଭଦ୍ରକ: ପୁରୁଣାବଜାର ପଠାନମହଲା ଠାରେ ଏକ ଘରୁ ୨ ଲକ୍ଷ ଟଙ୍କାର ଜର୍ଦ୍ଦା ଜବତ

ଭଦ୍ରକ : ଲକ୍ଷାଧିକ ଟଙ୍କାର ନକଲି ଜର୍ଦ୍ଦା ଜବତ । ଘଟଣାରେ ଜଣକୁ ଅଟକ ରଖିଛି ଭଦ୍ରକ ପୁରୁଣାବଜାର ପୋଲିସ । ଜବତ ଜର୍ଦ୍ଦାର ମୂଲ୍ୟ ୨ ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି । ଭଦ୍ରକ ପୁରୁଣାବଜାର ଥାନା ଅଧିନସ୍ଥ ପଠାନମହଲା ଠାରେ ଏକ ଘରେ ବିପୁଳ ପରିମାଣର ନକଲି ଜର୍ଦ୍ଦା ଗଛିତ ଥିବା ପୋଲିସକୁ ଖବର ମିଳିଥିଲା ।

ଏହାସହ ଏକ ଜର୍ଦା କାରଖାନା ଥିବା ବି ଜାଣିବାକୁ ପାଇଥିଲା ପୋଲିସ । ଏହାପରେ ପୋଲିସର ଏକ ଟିମ ଉକ୍ତ ଘରେ ଅତର୍କିତ ଭାବେ ଚଢ଼ାଉ କରିଥିଲା । ବିପୁଳ ପରିମାଣର ନାମିଦାମୀ କମ୍ପାନୀର ନକଲି ଜର୍ଦ୍ଦା ଲୋଗୋ, ଜର୍ଦ୍ଦା ପତି ସହ କିଛି ଯନ୍ତ୍ରପାତି ଜବତ କରିଛି ପୋଲିସ । ଘଟଣାର ଅଧିକ ଖୋଳତାଡ ଜାରି ରହିଛି ।

Sonalisa

Recent Posts

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

8 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

19 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

30 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

58 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

1 hour ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

1 hour ago