ଭୁବନେଶ୍ୱର: ଲକ୍ଷ୍ମୀସାଗର ଅଞ୍ଚଳରୁ ନକଲି ସୋରିଷ ତେଲ କାରଖାନା ଠାବ, ୩ ଗିରଫ
ଭୁବନେଶ୍ୱର: ଲକ୍ଷ୍ମୀସାଗର ଅଞ୍ଚଳରୁ ନକଲି ସୋରିଷ ତେଲ କାରଖାନା ଠାବ । ଖବର ପାଇଁ ଲକ୍ଷ୍ମୀସାଗର ଥାନା ପୋଲିସ ଚଢାଉ କରିଥିଲା । ଚଢାଉ ବେଳେ ବ୍ୟାପକ କଞ୍ଚାମାଲ ଓ ମେସିନ୍ ଜବତ କରାଯାଇଛି । ଘଟଣାରେ ୩ ଜଣଙ୍କୁ ଗିରଫ କରାଯାଇଛି।