ରାଜ୍ୟ

କଟକ ଜଗତପୁରରେ ନକଲି ମୄଦ୍ୟୁ ପାନୀୟ ଫ୍ୟାକ୍ଟ୍ରି ଉପରେ ଚଢାଉ : ନିମ୍ନମାନର ପାଣି ବ୍ୟବହାର ସହ କାଗଜପତ୍ର ଠିକ୍ ନଥିବା ସୂଚନା

କଟକ (କେନ୍ୟୁଜ): କଟକ ଜଗତପୁରରେ ଏକ ମୄଦ୍ୟୁ ପାନୀୟ ଗୋଦାମ ଉପରେ ଚଢ଼ାଉ। ସିଏମସି ସ୍ୱାସ୍ଥ୍ୟ ବିଭାଗ , ଜଗତପୁର ପୋଲିସ ଓ ଫୁଡ୍ ସ୍କ୍ୱାର୍ଡ ପହଞ୍ଚି ଛାନଭିନ୍ କରିଛନ୍ତି । ତେବେ ନିମ୍ନମାନର ପାଣି ବ୍ୟବହାର କରାଯାଉଥିବା ଅଭିଯୋଗ ହୋଇଛି । ଅପମିଶ୍ରଣ ସହ ଅନ୍ୟାନ୍ୟ ଅନିୟମିତତା ଅଭିଯୋଗ ହୋଇଛି । ପାଞ୍ଚ ହଜାରରୁ ଉର୍ଦ୍ଧ୍ବ ବୋଲତ ମୄଦ୍ୟୁ ପାନୀୟ ଜବତ କରାଯାଇଛି । ଏହା ସହ ଫ୍ୟାକ୍ଟ୍ରିର କାଗଜପତ୍ର ଠିକ୍ ନଥିବା ଜଣାପଡ଼ିଛି । ପରେ ଗୋଦାମକୁ ସିଲ କରାଯାଇଛି ।

Barsha

Recent Posts

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

7 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

18 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

46 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

1 hour ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

1 hour ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

1 hour ago