ପାଟଣାଗଡ଼ ବିଧାୟକଙ୍କ ନାଁରେ ଫେକ୍‌ ଆକାଉଣ୍ଟ ଖୋଲି ଠକେଇ, ଜଣେ ଯୁବକଙ୍କୁ ଗିରଫ କଲା ପୋଲିସ୍

ପାଟଣାଗଡ଼(କେନ୍ୟୁଜ୍): ପାଟଣାଗଡ଼ ବିଧାୟକ ସରୋଜ ମେହେରଙ୍କ ନାଁରେ ନକଲି ଫେସ୍‌ବୁକ୍‌ ଆଇଡି ଖୋଲି ଲାଞ୍ଚ ମାଗୁଥିବା ଅଭିଯୋଗ । ବିଧାୟକ ଏନେଇ ପାଟଣାଗଡ଼ ଥାନାରେ ଅଭିଯୋଗ କରିବା ପରେ ଜଣଙ୍କୁ ଗିରଫ କରିଛି ପୋଲିସ । ଗିରଫ ଯୁବକର ନାଁ ଲିପନ ମିଶ୍ର । ଏହି ଘଟଣାରେ ଆଉ କିଏ କିଏ ସଂପୃକ୍ତ ଅଛନ୍ତି ସେନେଇ ତଦନ୍ତ କରୁଛି ପୋଲିସ ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.