Below header

୭୮ ବର୍ଷ ବୟସ ଆଖି ବୁଜିଲେ ବିଶିଷ୍ଟ ଚିତ୍ରଶିଳ୍ପୀ ଶିବ ପାଣିଗ୍ରାହୀ, ଚତ୍ରକଳା ରାଜ୍ୟ ପାଇଁ ଆଣିଥିଲେ ଗୌରବ

କଟକ(କେନ୍ୟୁଜ୍): ପର ଲୋକରେ ବିଶିଷ୍ଟ ଚିତ୍ରଶିଳ୍ପୀ ଶିବ ପାଣିଗ୍ରାହୀ।  ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା।ଶିବ ନିଜ ଚତ୍ରକଳା ପାଇଁ  ଦେଶ ବିଦେଶ ରେ ବେଶ ନାଁ କରି ରାଜ୍ୟ ପାଇଁ ସୁନାମ ଅର୍ଜନ କରିଥିଲେ । ଆଜି କଟକ  ସ୍ଥିତ ବାସଭବନରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି   । ତାଙ୍କ ମୃତ୍ୟୁରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.