ଆଉ ଶୁଭିବନି ତବଲାର ଧୂନ, ପରଲୋକରେ ବିଶିଷ୍ଟ ତବଲା ବାଦକ ରାଧାକାନ୍ତ ନନ୍ଦ

ଭୁବନେଶ୍ବର(କେନ୍ୟୁଜ୍): ଓଡ଼ିଶାର ବିଶିଷ୍ଟ ତବଲା ବାଦକ ରାଧାକାନ୍ତ ନନ୍ଦଙ୍କ ପରଲୋକ ହୋଇଛି। କଟକର ଏକ ଘରୋଇ ହସ୍ପିଟାଲରେ ଆଜି ଅପରାହ୍ନରେ ତାଙ୍କର ଦେହାନ୍ତ ହୋଇଛି। ଦୀର୍ଘ ଦିନ ଧରି ସେ କ୍ୟାନସର ରୋଗରେ ପୀଡ଼ିତ ଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ହୋଇଥିଲା। ସେ ବହୁ ଓଡ଼ିଆ ଫିଲ୍ମ ଓ ଭଜନର ବହୁ କାର୍ଯ୍ୟକ୍ରମରେ ତାବଲା ବାଦ୍ୟରେ ବେଶ ଲୋକପ୍ରିୟତା ଅର୍ଜନ କରିଛନ୍ତି।  ତାଙ୍କ ମୃତ୍ୟୁରେ କଳାକାର ଜଗତ ସହ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.