SCB ମେଡିକାଲର ସର୍ଜରୀ ବିଭାଗରେ ଛାତରୁ ଖସିଲା ଫ୍ୟାନ୍, ଚିକିତ୍ସାଧୀନ ରୋଗୀ ଗୁରୁତର ଅବସ୍ଥାରେ ICUରେ ଭର୍ତ୍ତି

କଟକ: ରୋଗୀଙ୍କ ଉପରେ ଖସିଲା ଫ୍ୟାନ୍‌। SCB ମେଡିକାଲର ସର୍ଜରୀ ବିଭାଗରେ ଛାତରୁ ଖସିଲା ଫ୍ୟାନ୍‌। ଚିକିତ୍ସାଧୀନ ରୋଗୀଙ୍କ ଦେହରେ ବାଜିବାରୁ ରୋଗୀ ଗୁରୁତର ଆହତ ହୋଇଛନ୍ତି।

ଗୁରୁତର ରୋଗୀଙ୍କୁ ICUରେ ଭର୍ତ୍ତି କରାଯାଇଛି। ୪ ଦିନ ତଳେ SCBରେ ଭର୍ତ୍ତି ହୋଇଥିଲେ ଯାଜପୁର ଜିଲ୍ଲାର ମହିଳା। ନିଆଁରେ ପୋଡି ହୋଇ ସେ ସର୍ଜରୀ ବିଭାଗରେ ଚିକିତ୍ସିତ ହେଉଥିଲେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.