Categories: ରାଜ୍ୟ

ଫନି କ୍ଷତିଗ୍ରସ୍ତ ଭିତ୍ତିଭୂମିକୁ ସଜାଡ଼ିବାକୁ ଏନଡିଆରଏଫ, ଓଡ୍ରାଫ ସହ ଅଗ୍ନିଶମ ବାହିନୀ ଯୁଦ୍ଧକାଳୀନ ଭିତ୍ତିରେ ଲାଗିଛନ୍ତି କାମରେ

କେ ନ୍ୟୁଜ୍‌ : ଧ୍ୱସ୍ତବିଧ୍ୱସ୍ତ ସ୍ତୁପରୁ ଜୀବନକୁ ସଳଖିବାର ଚାଲିଛି ପ୍ରୟାସ। ଫନି କ୍ଷତିଗ୍ରସ୍ତ ଭିତ୍ତିଭୂମିକୁ ସଜାଡ଼ିବାକୁ ଏନଡିଆରଏଫ, ଓଡ୍ରାଫ ସହ ଅଗ୍ନିଶମ ବାହିନୀ ଯୁଦ୍ଧକାଳୀନ ଭିତ୍ତିରେ କାମରେ ଲାଗିଛନ୍ତି। ଫନିର ସପ୍ତାହକ ପରେ ବି ମିଳିପାରିନି ବିଜୁଳି। ବିଜୁଳି ସରବରାହ ସ୍ୱାଭାବିକ କରିବାକୁ ୭୨ଟି ଟିମରେ ଅଗ୍ନିଶମ ବାହିନୀର ୪୫୦ କର୍ମଚାରୀ ନିୟୋଜିତ ହୋଇଛନ୍ତି।

ସେସୁ ସହ ୧୬ଟି ଟିମ ମିଳିତ ଭାବେ ପୁନନିର୍ମାଣ କାମରେ ଲାଗିଛନ୍ତି। ଭୁବନେଶ୍ୱରର ୧୫ଟି ବସ୍ତିରେ ୧୮ହଜାର ଓ ୨୦ହଜାର ଲିଟରର ପାଣି ଟ୍ୟାଙ୍କରରେ ଜଳ ଯୋଗାଇ ଦିଆଯାଉଥିବା କହିଛନ୍ତି ଚିଫ ଫାୟାର ଅଫିସର ସୁକାନ୍ତ ସେଠୀ। ସେପଟେ ଭୁବନେଶ୍ୱରର ୫୭ଟି ୱାର୍ଡର ଏକଲକ୍ଷ ୫ହଜାର ପରିବାର ମଧ୍ୟରୁ ୫୦ହଜାର ପରିବାରକୁ ରିଲିଫ ବଣ୍ଟନ କରାଯାଇଛି। ବିଭିନ୍ନ ସ୍ଥାନରେ ଜମା ହୋଇଥିବା କୁଢକୁଢ ଅଳିଆକୁ ହଟାଇବା ପ୍ରକ୍ରିୟା ଆରମ୍ଭ ହୋଇଥିବା କହିଛନ୍ତି ବିଏମସି ଅତିରିକ୍ତ କମିସନର।

KNews Bureau

Recent Posts

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

3 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

22 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

30 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

46 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

1 hour ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

1 hour ago