Categories: ରାଜ୍ୟ

ଯାଜପୁର ଜିଲ୍ଲାରେ ଚାଷୀ ଅସନ୍ତୋଷ , ବାହାର ରାଜ୍ୟ ବେପାରୀଙ୍କୁ କମ୍‌ ଦରରେ ବିକୁଛନ୍ତି ଧାନ

ଯାଜପୁର(କେନ୍ୟୁଜ୍) : ଆରମ୍ଭ ହେଲାଣି ଧାନ ଅମଳ । ଧାନ ବିକ୍ରି କରିବାକୁ ଚାଷୀକୁ ସୁଯୋଗ ନାହିଁ । ଯାଜପୁର ଜିଲ୍ଳାରେ ଏଯାଏ ଖୋଲିନି ଧାନ ମଣ୍ଡି । କାଁ ଭାଁ ସମବାୟ ସମିତିକୁ ଛାଡି ଦେଲେ ଅଧିକାଂଶ ସ୍ଥାନରେ ଚାଷୀ ଅମଳ ଧାନକୁ କମ ମୂଲ୍ୟରେ ବିକ୍ରି କରିବାକୁ ବାଧ୍ୟ ହେଉଛି । ଏହାର ସୁଯୋଗ ନେଇ ରାଜ୍ୟ ବାହାରର ବ୍ୟବସାୟୀ ଧାନ ଶାଗ ମାଛ ଦରରେ କିଣୁଛନ୍ତି । ମଣ୍ଡି ଖୋଲିବାରେ ବିଳମ୍ବ ଓ ଟଙ୍କାର ଆବଶ୍ୟକତା ହେତୁ କମ୍‌ ମୂଲ୍ୟରେ ଧାନ ବିକିବାକୁ ବାଧ୍ୟ ହେଉଛନ୍ତି ଚାଷୀ ।

ଏହି ସମସ୍ୟାକୁ ନେଇ ଜିଲ୍ଲାପାଳ ଜିଲ୍ଲାର ୬୦ଟି ସମବାୟ ସମିତିର ସଂପାଦକଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରି ରିପୋର୍ଟ ତଲବ କରିଛନ୍ତି । କାରଣ ଦର୍ଶାଅ ନୋଟିସ ପାଇବା ପରେ ସମବାୟ ସମିତି ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି । ତୁରନ୍ତ ମଣ୍ଡି ନଖୋଲିଲେ କାର‌୍ୟ୍ୟାନୁଷ୍ଠାନ ନିଆଯିବ ବୋଲି ଜିଲ୍ଲାପାଳ କହିଛନ୍ତି ।  ଚାଷୀଙ୍କ ପାଇଁ ତୁରନ୍ତ ମଣ୍ଡି ଖୋଲିବାକୁ ଦାବି କରିଛନ୍ତି ଚାଷୀ ।

 

KNews Bureau

Recent Posts

ନିର୍ବାଚନ ପରେ ସ୍ଥିତି ଜାହିର କଲେ ମାଓବାଦୀ, ଛକରେ ଲଗାଇଲେ ମାଓ ପୋଷ୍ଟର

କୋରାପୁଟ (କେନ୍ୟୁଜ); କୋରାପୁଟ ଜିଲ୍ଲା ବନ୍ଧୁଗାଁରେ ମାଓ ପୋଷ୍ଟର । ନିର୍ବାଚନ ପରେ ନିଜର ସ୍ଥିତି ଜାହିର ପାଇଁ ଲଗାଇଲେ…

25 mins ago

ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍, ୫୯ ଜଣ ରୋଗୀ ଚିହ୍ନଟ

ସମ୍ବଲପୁର(କେନ୍ୟୁଜ): ଏକ ଦଶନ୍ଧି ପରେ ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍ । ଏହାକୁ ନେଇ ମହାନଗରବାସୀ ଚିନ୍ତାରେ…

28 mins ago

ଯୋଗ ଦିବସରେ କାଶ୍ମୀର ମହିଳାଙ୍କ ସହିତ ସେଲଫି ନେଲେ ମୋଦି, ଫଟୋ ଭାଇରଲ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅର୍ନ୍ତରାଷ୍ଟ୍ରୀୟ ଯୋଗ ଦିବସରେ ଜମ୍ମୁ କାଶ୍ମୀର ଶ୍ରୀନଗର ସ୍ଥିତ ଶେର-ଏ-କଶ୍ମୀର ଅର୍ନ୍ତରାଷ୍ଟ୍ରୀୟ ସମ୍ମେଳନ କେନ୍ଦ୍ର (SKICC)…

32 mins ago

ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ, ପଥରରେ ଛେଚି ଯୁବକଙ୍କୁ ହତ୍ୟା

କଣ୍ଟାବାଞ୍ଜି (କେନ୍ୟୁଜ); ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ। ସିନ୍ଧେକେଲା ଥାନା ସାଲେବରଟ ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତ…

44 mins ago

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ, ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ

ଭୁବନେଶ୍ୱର (କେନ୍ୟୁଜ) : ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ  ।  ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ ।  ଭୁବନେଶ୍ବର ତମାଣ୍ଡୋରେ…

1 hour ago

କିଟ୍ ରେ ଯୋଗ ଦିବସ ପାଳିତ, ମାନସିକ ଓ ଶାରୀରିକ ସୁସ୍ଥତା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ ବୋଲି କହିଲେ ଡକ୍ଟର ସାମନ୍ତ

ଭୁବନେଶ୍ୱର (କେନ୍ୟୁଜ): ଆଜି କିଟ୍ ପକ୍ଷରୁ ପାଳିତ ହୋଇଛି ଅନ୍ତର୍ଜାତୀୟ ଯୋଗ ଦିବସ । କିଟ୍ ଇଣ୍ଡୋର ଷ୍ଟାଡିୟମରେ କିଟ୍…

2 hours ago