Categories: ରାଜ୍ୟ

ପ୍ରାଇସ୍, ପ୍ରେଷ୍ଟିଜ ଓ ପେନସନ ଦାବିରେ ପୁଣି ଗର୍ଜିଲେ ଚାଷୀ

ଭୁବନେଶ୍ୱର(କେନ୍ୟୁଜ୍) : ପୁଣି ଗର୍ଜିଲେ ଚାଷୀ । ଚାଷୀଙ୍କୁ ପ୍ରାଇସ, ପ୍ରେଷ୍ଟିଜ ଓ ପେନସନ ଦାବିରେ ନବନିର୍ମାଣ କୃଷକ ସଙ୍ଗଠନର ପୁଣି ଜୋରଦାର ଆନ୍ଦୋଳନ । ପୁଣି ରାଜରାସ୍ତାକୁ ଓହ୍ଲାଇଲେ ଶହ ଶହ ଚାଷୀ ।

ଚାଷୀ ନେତା ଅକ୍ଷୟ କୁମାରଙ୍କ ନେତୃତ୍ୱରେ ଚାଷୀମାନେ ଭୁବନେଶ୍ୱର ରଘୁନାଥପୁରରୁ ରାଜଭବନ ଯାଏ ଏକ ବିଶାଳ ଶୋଭାଯାତ୍ରାରେ ଯାଉଛନ୍ତି । ଚାଷୀଙ୍କ ସ୍ୱାର୍ଥ ନେଇ ରାଜ୍ୟପାଳଙ୍କୁ ଦାବିପତ୍ର ପ୍ରଦାନ କରାଯିବ । ସେପଟେ କୃଷିମନ୍ତ୍ରୀ କହିଛନ୍ତି, ଚାଷୀଙ୍କ ସମସ୍ୟାକୁ ସରକାର ଗୁରୁତ୍ୱ ଦେଉଛନ୍ତି । ସମାଧାନ ପାଇଁ ବହୁ ପଦକ୍ଷେପ ନେଉଛନ୍ତି ।

KNews Bureau

Recent Posts

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

2 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

11 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

11 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

28 mins ago

ଲୋକସଭାରେ ରାହୁଲ ଗାନ୍ଧି ହେବେ ବିରୋଧୀ ନେତା, INDIA ବ୍ଲକ ବୈଠକରେ ନିଷ୍ପତ୍ତି

ଲୋକସଭାରେ ବିରୋଧୀ ନେତା ହେବେ ରାହୁଲ ଗାନ୍ଧି । ଇଣ୍ଡିଆ ବ୍ଲକ୍‌ ଏହା ଉପରେ ମୋହର ମାରିଛି । କଂଗ୍ରେସର…

29 mins ago

ପୁଣି ଲୋକସଭା ବାଚସ୍ପତି ହେଲେ ଓମ୍‌ ବିର୍ଲା, ବାଚ୍‌ନିକ ଭୋଟରେ ହେଲେ ବିଜୟୀ

ପୁଣି ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍‌ ବିର୍ଲା । ବାଚ୍‌ନିକ ଭୋଟରେ ନିର୍ବାଚିତ ହେଲେ ଓମ୍‌ ବିର୍ଲା…

33 mins ago