Below header

ପ୍ରାଇସ, ପ୍ରେଷ୍ଟିଜ ଓ ପେନସନ ଦାବି : ନବନିର୍ମାଣ କୃଷକ ସଂଗଠନ ପକ୍ଷରୁ ଗଣ ଉପବାସ ଓ ଧାରଣା

ଭୁବନେଶ୍ବର (କେନ୍ୟୁଜ୍ ) : ନବନିର୍ମାଣ କୃଷକ ସଂଗଠନ ପକ୍ଷରୁ ଗଣ ଉପବାସ ଓ ଧାରଣା। ଚାଷୀଙ୍କୁ ପ୍ରାଇସ, ପ୍ରେଷ୍ଟିଜ ଓ ପେନସନ ଦାବିରେ ରାଷ୍ଟ୍ରୀୟ ସଂଯୋଜକ ଅକ୍ଷୟ କୁମାର ଚଳାଇଥିବା ଅନଶନକୁ ସମର୍ଥନ କରି ରାଜ୍ୟର ବିଭିନ୍ନ ବ୍ଲକ ଓ ଜିଲ୍ଲାପାଳଙ୍କ କାର‌୍ୟ୍ୟାଳୟ ସମ୍ମୁଖରେ ସଂଗଠନ ପକ୍ଷରୁ ଉପବାସ ଓ ଧାରଣା ଦିଆଯାଉଛି। ଗଞ୍ଜାମ ଜିଲ୍ଲା ସଦର ମହକୁମା ଛତ୍ରପୁରଠାରେ ଜିଲ୍ଲା ସଂଯୋଜକ ସଚିନ୍ ମହାପାତ୍ରଙ୍କ ସଂଯୋଜନାରେ ଚାଷୀମାନେ ଉପବାସ ରହିବା ସହ ଧାରଣାରେ ବସିଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.