ପୁରୀ ଦଇତାପଡ଼ା ସାହିରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଗୁରୁତର ଯୁବକ କଟକ ସ୍ଥାନାନ୍ତର

ପୁରୀ(କେନ୍ୟୁଜ୍): ପୁରୀ ଦଇତାପଡ଼ା ସାହିରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ । ଗୁରୁତର ଅବସ୍ଥାରେ ଯୁବକଙ୍କୁ ପ୍ରଥମେ ପୁରୀ ଓ ପରେ କଟକ ସ୍ଥାନାନ୍ତର କରାଯାଇଛି ।

ଗୁରୁତର ଯୁବକ ଦଇତାପଡ଼ା ସାହିର ଟିକନ ଶତପଥୀ । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆଜି ଭୋରରୁ ଆକ୍ରମଣ ହୋଇଥିଲା । ଘଟଣାସ୍ଥଳରେ ଟାଉନଥାନା ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚି ତଦନ୍ତ କରୁଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.