ରାଜ୍ୟ

ମର୍ମନ୍ତୁଦ ସିରିଜ୍‌ ଦୁର୍ଘଟଣା: ୮ ଗୁରୁତର

ବାଲେଶ୍ଵର (କେନ୍ୟୁଜ): ବାଲେଶ୍ଵର ଜିଲ୍ଲା ବସ୍ତା ଥାନା ଅଞ୍ଚଳରେ ସିରିଜ୍‌ ଦୁର୍ଘଟଣା, ୮ ଜଣ ଗୁରୁତର । ବାଲେଶ୍ଵର ଜିଲ୍ଲା ବସ୍ତା ଥାନା ଗାନ୍ଧିଛକ-ବାଲିଆପାଳ ମୁଖ୍ୟ ରାସ୍ତାର ପେଜଗଳା ବ୍ରିଜ ନିକଟରେ ସିରିଜ ଦୁର୍ଘଟଣା । ବାଲିଆପାଳ ଅଞ୍ଚଳର ୨ଜଣ ଲୋକ ରୋଗୀ ନେଇ କଟକରୁ କାର୍‌ରେ ଫେରୁଥିଲେ। ପେଜଗଳା ବ୍ରିଜ ନିକଟରେ ବିପରୀତ ଦିଗରୁ ବସ୍ତା ଷ୍ଟେସନକୁ ଯାତ୍ରୀ ନେଇ ଯାଉଥିବା ଅଟୋ ସହ ମୁହାଁମୁହିଁ ଧକ୍କା ହୋଇଥିଲା।

ସେହି ସମୟରେ ବିପରୀତ ଦିଗରୁ ଆସୁଥିବା ଏକ ବାଇକ କାର ସହ ଜୋରରେ ଧକ୍କା ଦେଇ ରାସ୍ତାର ତଳକୁ ଖସି ପଡିଥିଲା । ଫଳରେ ଅଟୋ, କାର ଏବଂ ବାଇକ ସିରିଜ ଦୁର୍ଘଟଣାରେ ୮ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ବାଲେଶ୍ଵର ଏବଂ ବସ୍ତା ହସପିଟାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ବସ୍ତା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।

Barsha

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

6 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

8 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

8 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

8 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

9 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

9 hours ago