ରାଜ୍ୟ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ ; ବାତ୍ୟାର ରୂପ ନେବା ସମ୍ଭାବନା ନାହିଁ :IMD

ଭୁବନେଶ୍ୱର (କେନ୍ୟୁଜ): ଖରାଦିନେ ବାତ୍ୟା ଭୟ । ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ । ବାତ୍ୟାର ରୂପ ନେଇପାରେ । ବିଭିନ୍ନ ପାଣିପାଗ ସଂସ୍ଥା ଏଭଳି ପୂର୍ବାନୁମାନ କରୁଛନ୍ତି । ଏବେ ଭାରତ ମହାସାଗରର ବିଷୁବରେଖା ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଧୀରେ ଧୀରେ ଘନୀଭୂତ ହେବ । ୨୦ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ ।

ଅଧିକ ଘନୀଭୂତ ହୋଇ ନେଇପାରେ ବାତ୍ୟାର ରୂପ । ଓ୍ଵିଣ୍ଡିର ୟୁରୋପିଆନ୍‌ ECMWF ମଡେଲ୍‌ ଅନୁସାରେ, ବାତ୍ୟା ହେଲେ ଆଣ୍ଡାମାନ ନିକୋବର ଦେଇ ବାଂଲାଦେଶ ମୁହାଁ ହେବ । ସେହିପରି ଓ୍ଵିଣ୍ଡିର ଆମେରିକାନ୍‌ GFS ମଡେଲ୍‌ ଦର୍ଶାଉଛି, ବାତ୍ୟା ହେଲେ ମିଆଁମାର ମୁହଁ ହେବ । ସେପଟେ ଆକ୍ୟୁ େଓ୍ଵଦର ପାଣିପାଗ ବିଜ୍ଞାନୀଙ୍କ ପୂର୍ବାନୁମାନ ଲଘୁଚାପ ଅବପାତ କିମ୍ବା ବାତ୍ୟାର ରୂପ ନେଇ ବାଂଲାଦେଶ, ମିଆଁମାର ନହେଲେ ଦକ୍ଷଣ ପୂର୍ବ ଭାରତ ମୁହାଁ ସମ୍ଭାବନା ରହିଛି । ଆଇଏମଡି କହିଛି, ବାତ୍ୟାର ରୂପ ନେବା ସମ୍ଭାବନା ନାହିଁ ।

Barsha

Recent Posts

ଦୋକାନ ଭିତରେ ମାଡିଗଲା ଟ୍ରକ: ଜଣେ ମୃତ, ୨ ଗୁରୁତର

ଆସିକା (କେନ୍ୟୁଜ): ଦୋକାନ ଭିତରେ ମାଡିଗଲା ଟ୍ରକ ।  ଜଣେ ମୃତ, ୨ ଗୁରୁତର ।  ଗୁରୁତରଙ୍କୁ ଆସିକା ଉପଖଣ୍ଡ…

9 mins ago

ରଣେନ୍ଦ୍ର ପ୍ରତାପ ସ୍ୱାଇଁ ହେବେ କାମଚଳା ବାଚସ୍ପତି, ଆଜି ରାଜଭବନରେ ନେବେ ଶପଥ

ଭୁବନେଶ୍ୱର (କେନ୍ୟୁଜ): ଆସନ୍ତା ୨୦ ତାରିଖରେ ହେବ ବିଧାନସଭା ବାଚସ୍ପତି ନିର୍ବାଚନ । ୧୯ ତାରିଖରେ ବାଚସ୍ପତି ପଦ ପାଇଁ…

42 mins ago

ଆଜିର ପେଟ୍ରୋଲ ଦର ଅପଡେଟ, ଗାଡ଼ିରେ ତେଲ ପକାଇବା ପୂର୍ବରୁ ଏଠାରେ ଚେକ କରିନିଅନ୍ତୁ

ପେଟ୍ରୋଲ ହେଉଛି ଏକ ଦୈନଦିନ ଖର୍ଚ୍ଚ । ଯେଉଁଠି ପାଇଁ ଆମେ ସବୁବେଳେ ଦର ଉପରେ ନଜର ରଖିଥାଉ ।…

58 mins ago

ବାହାଘର ପାଇଁ ସୁନା କିଣିବାକୁ ଚାହୁଁଥିଲେ ନଜର ପକାନ୍ତୁ, କେତେ ରହିଛି ଆଜିର ରେଟ

ସୁନା କିଣିବାକୁ ଚାହୁଁଥିଲେ ପ୍ରଥମେ ଜାଣନ୍ତୁ ଦାମ । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ୧୦…

1 hour ago

ଇଟାଲି ଗସ୍ତରେ ପ୍ରଧାନମନ୍ତ୍ରୀ, ଜି-୭ ଶିଖର ସମ୍ମିଳନୀରେ ଦେବେ ଯୋଗ

ନୂଆଦିଲ୍ଲୀ : ଇଟାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ତୃତୀୟ ଥର ପ୍ରଧାନମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବା ପରେ ଏହା…

1 hour ago

ଓଲଟିଲା ପାନ ବୋଝେଇ ପିକଅପ୍ , ୩ ମୃତ

କାକଟପୁର (କେନ୍ୟୁଜ): ପହିଲି ରଜରେ ଅଘଟଣ ।  ଓଲଟିଲା ପାନବୋଝେଇ ପିକଅପ୍ , ୩ ମୃତ।  କାକଟପୁର ଜଗନ୍ନାଥପୁରଠାରେ ସଡ଼କ…

2 hours ago