ରାଜ୍ୟ

ରାଜ୍ୟରେ କମିଛି ଶୀତ ପ୍ରକୋପ, ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ଏପରି ସ୍ଥିତି ଜାରି ରହିବ

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ଶୀତର ପ୍ରକୋପ କମିଛି । ବାୟୁମଣ୍ଡଳର ତଳ ଭାଗରେ ପ୍ରବାହିତ ସାମୁଦ୍ରିକ ବାୟୁ ପ୍ରଭାବରେ ଶୀତ କମିଛି । ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ଏପରି ସ୍ଥିତି ଜାରି ରହିବ । ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । କିନ୍ତୁ ବିଭିନ୍ନ ସ୍ଥାନରେ ପ୍ରବଳ କୁହୁଡ଼ି ପଡ଼ିବ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଅଧିକାଂଶ ସ୍ଥାନରେ ରାତିର ତାପମାତ୍ରା ପାଖାପାଖି ୨୦ ଡିଗ୍ରୀ ରହୁଛି ।

ସେମିଳିଗୁଡ଼ାରେ ସର୍ବନିମ୍ନ ତାପମାତ୍ରା ୮ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ଜି. ଉଦୟଗିରିରେ ୮.୫ ଡିଗ୍ରୀ, କୋରାପୁଟରେ ୯ ଡିଗ୍ରୀ ଓ ଫୁଲବାଣୀରେ ୧୦ ଡିଗ୍ରୀ ରେକର୍ଡ ହୋଇଛି । ସେହିପରି ଭୁବନେଶ୍ଵରର ସର୍ବନିମ୍ନ ୧୭.୬ ଡିଗ୍ରୀ ଓ କଟକରେ ୧୮ ଡିଗ୍ରୀ ରହିଥିଲା । ଉପକୂଳ ଓଡ଼ିଶାରେ ଗୁରୁଚାପ ପ୍ରଭାବରେ ରବିବାର ରାତି ଓ ସୋମବାର ସକାଳେ ଘନ କୁହୁଡ଼ି ପଡ଼ିଥିଲା ।

Barsha

Recent Posts

ପରିବାର ଉପରେ ସଂଘବଦ୍ଧ ଆକ୍ରମଣ ଅଭିଯୋଗ, ୩ ଗୁରୁତର

 ଆଳି : କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ଭୁଇଁପୁର ଛକରେ ଜଣେ ଠିକାଦାରଙ୍କ ଭାଇ ସମେତ ତାଙ୍କର ପରିବାର…

32 mins ago

କାମଚଳା ବାଚସ୍ପତି ହେଲେ ବିଜେଡିର ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ

ଭୁବନେଶ୍ୱର : କାମଚଳା ବାଚସ୍ପତି ହେଲେ ବିଜେଡି ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ରାଜଭବନରେ ଶପଥ ପାଠ…

1 hour ago

ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ସରକାରୀ କାର୍ଯ୍ୟକ୍ରମ, ରାଜ୍ୟ ସଂଗ୍ରହାଳୟରେ ଆୟୋଜିତ ରଜ ମହୋତ୍ସବରେ ସାମିଲ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ହେବା ପରେ ମୋହନ ମାଝୀଙ୍କ ପ୍ରଥମ ସରକାରୀ କାର୍ଯ୍ୟକ୍ରମ । ରାଜ୍ୟ ସଂଗ୍ରହାଳୟରେ ଆୟୋଜିତ ରଜ…

3 hours ago

ପୂର୍ବ ଶତ୍ରୁତାରୁ ଆକ୍ରମଣ ଘଟଣା, ଥାନା ଅଧିକାରୀଙ୍କ ବିରୋଧରେ ଏସ୍‌ପିଙ୍କ ନିକଟରେ ଫେରାଦ ହେଲା ନାବାଳକ ପୁଅ

ନୟାଗଡ଼ (କେନ୍ୟୁଜ୍‌) : ଜମି ବାଡ଼ି ବିବାଦ କୁ ନେଇ ମାଡ଼ପିଟ l ଗୋଟିଏ ପରିବାରର ୪ ଜଣ ଗୁରୁତର…

3 hours ago

ଜବତ ବୋମାକୁ ନିଷ୍କ୍ରିୟ କରିବାକୁ କିଏ ନିର୍ଦ୍ଦେଶ ଦେଇଥିଲେ ?

କଟକ: ଜବତ ବୋମା ନିଷ୍କ୍ରିୟ କଲା ବେଳେ ଫୁଟିଲା ବୋମା । ବୋମା ଫୁଟିବା ଶଦ୍ଦ ଏତେ ଜୋରରେ ଥିଲା…

4 hours ago

କିଟରେ ଇଣ୍ଡିଆନ ନ୍ୟାସନାଲ ସାଇନ୍ସ ଏକାଡେମୀର ଦୁଇ ଦିନିଆ ସେମିନାର

ଭୁବନେଶ୍ୱର : କିଟ ବିଶ୍ଵବିଦ୍ୟାଳୟ ପରିସରରେ ଇଣ୍ଡିଆନ ନ୍ୟାସନାଲ ସାଇନ୍ସ ଏକାଡେମୀର ଦୁଇ ଦିନିଆ ସେମିନାର ଉଦଘାଟିତ ହୋଇଛି ।…

5 hours ago