ନିଆଳି: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ମରଣାନ୍ତକ ଆକ୍ରମଣ

ନିଆଳି(କେନ୍ୟୁଜ୍): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ଗୋଷ୍ଠୀ ସଂଘର୍ଷ। କଟକ ଜିଲ୍ଲା ନିଆଳି ଥାନା ପୋଦନା ଗାଁରେ ଦୁଇପରିବାର ପରସ୍ପରକୁ ମରଣାନ୍ତକ ଆକ୍ରମଣ କରିଛନ୍ତି। ଏଥିରେ ଉଭୟ ପକ୍ଷର ୫ଜଣ ଆହତ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୨ଜଣ ମହିଳା ରହିଛନ୍ତି। ସମସ୍ତ ଗୁରୁତରଙ୍କୁ ନିଆଳି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.