ରାଜ୍ୟ

ରାଜ୍ୟସଭା ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ଚୁଡାନ୍ତ ପ୍ରାର୍ଥୀ ତାଲିକା, ଅପରାହ୍ନ ୩ଟାରେ ଘୋଷଣା କରିବେ ରିଟର୍ଣ୍ଣିଂ ଅଫିସର

ଭୁବନେଶ୍ବର: ରାଜ୍ୟସଭା ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ଚୁଡାନ୍ତ ପ୍ରାର୍ଥୀ ତାଲିକା। ଅପରାହ୍ନ ୩ଟାରେ ଚୂଡ଼ାନ୍ତ ତାଲିକା ଘୋଷଣା କରିବେ ରିଟର୍ଣ୍ଣିଂ ଅଫିସର। ବିଜେଡିର ୪ ରାଜ୍ୟସଭା ପ୍ରାର୍ଥୀଙ୍କୁ ବିଦ୍ଧିବଦ୍ଧ ଭାବେ ବିଜୟୀ ଘୋଷଣା କରାଯିବ। ରିଟର୍ଣ୍ଣିଂ ଅଫିସର ସେମାନଙ୍କୁ ସାର୍ଟିଫିକେଟ ପ୍ରଦାନ କରିବେ। ବିଜେଡିର ୪ ପ୍ରାର୍ଥୀ ସୁବାସ ସିଂ, ମୁନ୍ନା ଖାଁ, ସୁଜିତ୍‌ କୁମାର ଓ ମମତା ମହନ୍ତଙ୍କ ପ୍ରାର୍ଥୀପତ୍ର କାଏମ ରହିଛି। ତେଣୁ କୌଣସି ପ୍ରାର୍ଥୀ ନଥିବାରୁ ସେମାନେ ନିର୍ବାଚିତ ହେବେ। ମାର୍ଚ୍ଚ ୨୬ ତାରିଖରେ ହେବ ରାଜ୍ୟସଭା ନିର୍ବାଚନ । ୧୭ଟି ରାଜ୍ୟର ୫୫ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ । ଏହା ଭିତରେ ରହିଛି ଓଡ଼ିଶାର ୪ଟି ରାଜ୍ୟସଭା ଆସନ । ସରୋଜିନୀ ହେମ୍ବ୍ରମ୍‌, ନରେନ୍ଦ୍ର କୁମାର ସ୍ୱାଇଁ ଓ ରଞ୍ଜୀବ ବିଶ୍ୱାଳଙ୍କ କାର୍ଯ୍ୟକାଳ ଶେଷ ହେଉଛି । ସେହିପରି ଖାଲି ପଡ଼ିଛି ଅନୁଭବ ମହାନ୍ତିଙ୍କ ଆସନ ।

KNews Bureau

Recent Posts

ତିନି ଦିନ ମଧ୍ୟରେ ୩ ଜଣଙ୍କୁ ମାରିଦେଲା ନାବାଳକ

ଭଦ୍ରକ: ତିନି ଦିନରେ ନେଇଛି ୩ ଜୀବନ । ଗୋଟିଏ ପରେ ଗୋଟିଏ ଜୀବନ ନେଇଛି ଅଭିଯୁକ୍ତ ନାବାଳକ ।…

34 mins ago

ବନ୍ଦ ହେଲା ପ୍ରିୟଙ୍କା ଚୋପ୍ରାଙ୍କ ରେଷ୍ଟୁରାଣ୍ଟ, ପାର୍ଟନରସିପ୍ ସରିବା ପରେ ହେଲା ଖରାପ ଅବସ୍ଥା

ପ୍ରିୟଙ୍କା ଚୋପ୍ରା କେବଳ ଜଣେ ମହାନ ଅଭିନେତ୍ରୀ, ଗାୟକ ଏବଂ ଲେଖକ ନୁହଁନ୍ତି, ସେ ଜଣେ ଭଲ ବ୍ୟବସାୟୀ ମଧ୍ୟ…

37 mins ago

କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟକୁ ଆସିବା ପରେ ଖୁସିରେ ଡିଆଁ ମାରିଲେ ବିରଳ କୃଷ୍ଣସାର ମୃଗ

ଗୋପ (କେନ୍ୟୁଜ): କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟକୁ ଆସିଲେ ବିରଳ ୧୦ କୃଷ୍ଣସାର ମୃଗ । ବନବିଭାଗ ପକ୍ଷରୁ ବିରଳ କୃଷ୍ଣସାର…

55 mins ago

ଆସନ୍ତାକାଲି ପାଇଁ ଓଡିଶାର ସମସ୍ତ ସ୍କୁଲ ସକାଳୁଆ, ୨୨ ତାରିଖରୁ ସ୍ୱାଭାବିକ ହେବ କ୍ଲାସ

କେନ୍ୟୁଜ (ବ୍ୟୁରୋ) : ଆଉ ଦିନକ ପାଇଁ ବଢ଼ିଲା ସକାଳୁଆ ସ୍କୁଲ । ଆସନ୍ତାକାଲି ସକାଳ ୬ଟା ୩୦ ରୁ…

58 mins ago

କ୍ରିକେଟ୍‌ ଜଗତରେ ଶୋକର ଛାଇ, ପୂର୍ବତନ ଭାରତୀୟ ଦ୍ରୁତ ବୋଲର ଡେଭିଡ୍‌ ଜନସନ୍‌ଙ୍କ ଦେହାନ୍ତ

ଭାରତର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ତଥା କର୍ଣ୍ଣାଟକର ଡାହାଣହାତୀ ଦ୍ରୁତ ବୋଲର ଡେଭିଡ୍‌ ଜନସନ୍‌ଙ୍କ ୫୨ ବର୍ଷ ବୟସରେ ଦେହାନ୍ତ…

1 hour ago

ପ୍ରତିଦିନ ଜଣେ ବ୍ୟକ୍ତି କେତେ ପରିମାଣର ଫାଇବର ଖାଇବା ଉଚିତ?

ଶରୀରକୁ ସୁସ୍ଥ ରଖିବା ପାଇଁ କେବଳ ଭିଟାମିନ୍ ଏବଂ ମିନେରାଲ୍ସ ନୁହେଁ ବରଂ ପ୍ରଚୁର ଫାଇବର ମଧ୍ୟ ଆବଶ୍ୟକ ।…

1 hour ago