ରାଜ୍ୟ

୨୦୨୨-୨୩ ବଜେଟ ପ୍ରସ୍ତୁତି ପୂର୍ବରୁ ରାଜ୍ୟ ଅର୍ଥ ବିଭାଗର ନୂଆ ପ୍ରୟାସ, ଓ୍ୱବସାଇଟରେ ଜନସାଧାରଣଙ୍କଠାରୁ ଲୋଡିଲା ମତାମତ

ଭୁବନେଶ୍ବର(କେନ୍ୟୁଜ୍): ୨୦୨୨-୨୩ ବାର୍ଷିକ ବଜେଟ ପ୍ରସ୍ତୁତି ପୂର୍ବରୁ ରାଜ୍ୟ ଅର୍ଥ ବିଭାଗର ଜନସାଧାରଣଙ୍କଠାରୁ ମତାମତ ଆହ୍ଵାନ । ଜନସାଧାରଣଙ୍କଠାରୁ ଏକ ନିର୍ଦ୍ଦିଷ୍ଟ ଢାଞ୍ଚାରେ ପରାମର୍ଶ ଆହ୍ଵାନ କରାଯାଇଥିବା ବେଳେ ଏହା ଏକ ୱେବ ପୋର୍ଟାଲ https://budget.odisha.gov.in ରେ ଉପଲବ୍ଧ । ବଜେଟ ନେଇ ଜନସାଧାରଣ ସେମାନଙ୍କ ପରାମର୍ଶ ଇ-ମେଲ୍‌ରେ odisha. budget@gov.inରେ ପଠାଇପାରିବେ ।

ସେହିପରି ବଜେଟ ସମ୍ବନ୍ଧୀୟ ସୂଚନା ମଧ୍ୟ ହ୍ଵାଟସ ଆପ୍‌ରେ 9438161111ରେ ଦେଇପାରିବେ । ସେହିପରି ସାମାଜିକ ଗଣମାଧ୍ୟମ ଟ୍ଵିଟର ଓ ଫେସବୁକ୍‌ରେ ମଧ୍ୟ ଦେଇପାରିବେ ମତାମତ । ଜନସାଧାରଣ, ନାଗରିକ ସମାଜ, ବିଭିନ୍ନ ଅଧିବାଚକ ସଂଘ ଆଜିଠୁ ୩୧ ତାରିଖ ଯାଏ ପରାମର୍ଶ ଦେଇପାରିବେ ବୋଲି କୁହାଯାଇଛି ।

 

 

KNews Bureau

Recent Posts

ରାଜ୍ୟରେ ଅସ୍ୱାଭାବିକ ମୃତ୍ୟର କାରଣ ପାଇଁ ପୋଷ୍ଟମୋର୍ଟମ ରିପୋର୍ଟକୁ ଅପେକ୍ଷା କରିବାକୁ ପଡ଼ିବ: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର (କେନ୍ୟୁଜ୍‌): ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅସ୍ୱାଭାବିକ ମୃତ୍ୟକୁ ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ ପ୍ରତିକ୍ରିୟା । ମୃତ୍ୟୁର କାରଣ ଜାଣିବାକୁ…

4 mins ago

କାକଟପୁରରେ ଭୋଟ ଦେଲେ ୧୧୧ବର୍ଷର ବୃଦ୍ଧ, ଭାବପ୍ରବଣ ହୋଇ କାନ୍ଦିପକାଇଲେ

କାକଟପୁର(କେନ୍ୟୁଜ୍‌): ଆଜି ଶେଷ ପର୍ଯ୍ୟାୟରେ କାକଟପୁର ନିର୍ବାଚନ ମଣ୍ଡଳୀରେ ୨୮୦ଟି ବୁଥରେ ଭୋଟ ଗ୍ରହଣ କାର୍ଯ୍ୟ ଚାଲୁରହିଛି । ଏହି…

15 mins ago

ବାଇକରେ ଟଙ୍କା ଭତ୍ତି ବ୍ୟାଗ୍‌ ରଖି ଆଖୁ ରସ ପିଉଥିଲେ, କିନ୍ତୁ ପିଇସାରି ମୁହଁ ବୁଲାଇବାବେଳକୁ ଟଙ୍କା ଗାୟବ

ଗଞ୍ଜାମ (କେନ୍ୟୁଜ) : ଆଖୁ ରସ ପିଉଥିଲେ ଏପଟେ ଲୁଟିନେଇ ଚାଲିଗଲେ । ହଁ ଆଜ୍ଞା ଆଖୁ ରସ ପିଉଥିବା…

32 mins ago

CBSE ୧୦ମ ଏବଂ ୧୨ଶ ସପ୍ଲିମେଣ୍ଟାରୀ ପରୀକ୍ଷା : ରେଜିଷ୍ଟ୍ରେସନ ଆରମ୍ଭ, ଜୁଲାଇ ୧୫ରେ ପରୀକ୍ଷା, ଜାଣନ୍ତୁ କେମିତି କରିବେ ଆବେଦନ

ସିବିଏସଇ ୧୦ମ ଏବଂ ୧୨ଶ ସପ୍ଲିମେଣ୍ଟାରୀ ପରୀକ୍ଷା ଆସନ୍ତା ୧୫ ଜୁଲାଇରୁ ଆରମ୍ଭ ହେବ । କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା…

42 mins ago

କେନ୍ଦ୍ର କର୍ମଚାରୀଙ୍କୁ ବଡ ଉପହାର, ଡିଏ ପରେ ଏବେ ଗ୍ରାଚ୍ୟୁଟିରେ ୨୫% ବୃଦ୍ଧି

କେନ୍ଦ୍ର କର୍ମଚାରୀଙ୍କ ପାଇଁ ବଡ ଆଶ୍ବସ୍ତିକର ଖବର । କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢ଼ାଯିବା ପରେ ସେମାନଙ୍କୁ ଆଉ ଏକ…

49 mins ago

ଦିଲ୍ଲୀ: ମେଟ୍ରୋ ଥାନାରେ ଭୟାବହ ଅଗ୍ନିକାଣ୍ଡ, ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ସହ ଜଳିଗଲା ବିଲ୍ଡିଂ

ଦିଲ୍ଲୀର କାଶ୍ମୀରୀ ଗେଟ୍ ମେଟ୍ରୋ ଥାନାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏହି ଘଟଣା ମେ’ ୩୧ ତାରିଖ ରାତିରେ…

1 hour ago