ସ୍ୱାସ୍ଥ୍ୟ ମନ୍ତ୍ରୀ ଦାୟିତ୍ୱ ତୁଲାଇବେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ

ନବ ଦାସଙ୍କ ବିୟୋଗ ପରେ ସ୍ୱାସ୍ଥ୍ୟ ମନ୍ତ୍ରୀ ଦାୟିତ୍ୱ ତୁଲାଇବେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ରାଜ୍ୟପାଳଙ୍କ ଅନୁମତି ପରେ ତାଙ୍କ ଏହି ଦାୟିତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।   ରାଜ୍ୟପାଳଙ୍କ ଅନୁମତି ପରେ ତାଙ୍କ ଏହି ଦାୟିତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିରଞ୍ଜନ ଅର୍ଥ ଓ ସଂସଦୀୟ ବ୍ୟାପାର ବିଭାଗ ସହ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ଦାୟିତ୍ୱ ତୁଲାଇବେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.