ହେତୁବାଦୀଙ୍କ ନାଁରେ ସିଂହଦ୍ୱାର ଥାନାରେ ଏତଲା, ଦାବି ପୂରଣ ନହେଲେ ସମାବେଶ ଚେତାବନୀ

ପୁରୀ(କେନ୍ୟୁଜ୍): ହେତୁବାଦୀଙ୍କ ନାଁରେ ସିଂହଦ୍ୱାର ଥାନାରେ ଏତଲା । ଜଗନ୍ନାଥଙ୍କ ପ୍ରତି ଅଶାଳୀନ ମନ୍ତବ୍ୟ ଦେଇଥିବା ପ୍ରତିବାଦରେ ଓଡ଼ିଶା ମନ୍ଦିର ସେବାୟତ ସଂଘ ଓ ଶ୍ରୀମନ୍ଦିର ସେବାୟତ ସଂଘ ପକ୍ଷରୁ ଦୀପଦାନ କରାଯିବା ସହ ସିଂହଦ୍ୱାର ଥାନାରେ ଏତଲା ଦିଆଯାଇଛି ।

ମୁଖ୍ୟମନ୍ତ୍ରୀ ମହାପ୍ରଭୁଙ୍କ ପ୍ରସଙ୍ଗରେ ପଦକ୍ଷେପ ନେଇ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଛି ସଂଘ । ତୁରନ୍ତ ଦାବି ପୂରଣ ନହେଲେ ଓଡ଼ିଶା ମନ୍ଦିର ସେବାୟତ ସଂଘ ପକ୍ଷରୁ ବିଶାଳ ହେତୁବାଦୀ ବିରୋଧ ସମାବେଶ କରାଯିବ ବୋଲି କହିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.