Below header

ଅଡୁଆରେ ପୁରୀ ଲୋକସଭା ବିଜେପି ପ୍ରାର୍ଥୀ ସମ୍ବିତ ପାତ୍ର, ଧର୍ମୀୟ ଭାବନାକୁ ଆଘାତ ପହଞ୍ଚାଇଥିବା ନେଇ ଥାନାରେ ଏତଲା ଦେଲେ ଫ୍ଲାଇଂ ସ୍କ୍ଵାର୍ଡ ଅଧିକାରୀ

ପୁରୀ(କେନ୍ୟୁଜ୍) : ପୁରୀ ଲୋକସଭା ବିଜେପି ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ ପାଇଁ ପୁଣି ବଢ଼ିଛି ଅଡୁଆ । ଆଦର୍ଶ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ତଥା ଧର୍ମୀୟ ଭାବନାକୁ ଆଘାତ ପହଞ୍ଚାଇଥିବା ନେଇ ତାଙ୍କ ନାଁରେ ମାମଲା ରୁଜୁ ହୋଇଛି । ପୁରୀ ସମୁଦ୍ରକୂଳ ଥାନାରେ ଫ୍ଲାଇଂ ସ୍କ୍ଵାର୍ଡ ଅଧିକାରୀ ଏତଲା ଦେଇଛନ୍ତି । ଘଟଣାର ତଦନ୍ତ ହେବ ବୋଲି କହିଛନ୍ତି ପୁରୀ ଏସ୍‌ପି ଉମାଶଙ୍କର ଦାସ ।

sambit

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.