Below header

ଟୁଙ୍ଗୁରୁ-ବର୍ଷାଙ୍କ ନାଟକ ସମାଜ ଉପରେ ଖରାପ ପ୍ରଭାବ ପକାଉଛି, ଥାନାରେ ଅଭିଯୋଗ କଲେ ଲୋକେ

ସାଲେପୁର (କେନ୍ୟୁଜ୍‌) : ଏବେ ସୋସିଆଲ ମିଡିଆରେ ହିରୋ ହିରୋଇନ୍‌ ପାଲଟିଥିବା ଟୁଙ୍ଗୁରୁ ଓରଫ ଆଲୋକ ଭୋଳ ଓ ବର୍ଷାଙ୍କ ବିରୋଧରେ ଥାନାକୁ ଗଲେ ଲୋକେ । ଏସବୁ ନାଟକ ଓ ପ୍ରହସନକୁ ବନ୍ଦ କରିବା ପାଇଁ ଏକ ସାମାଜିକ ସଂଗଠନ ପୋଲିସ୍‌ର ଦ୍ୱାରସ୍ଥ ହୋଇଛନ୍ତି ।

ବିଶ୍ୱାସ ନାମକ ଏକ ସାମାଜିକ ସଂଗଠନର ସଦସ୍ୟମାନେ ଆଜି ନିଶ୍ଚିନ୍ତକୋଇଲି ଥାନା ଅଧିକାରୀଙ୍କୁ ଏ ନେଇ ଏକ ଦାବିପତ୍ର ଦେଇଛନ୍ତି । ସୋସିଆଲ ମିଡିଆରେ ଏହି ଖବରକୁ ଯେଭଳି ଭାବେ ଦର୍ଶା ଯାଉଛି ତାହା ସମାଜ ଉପରେ ଖରାପ ପ୍ରଭାବ ପକାଉଛି ବୋଲି ଏହି ଦାବିପତ୍ରରେ ଲେଖା ଯାଇଛି । ଏଭଳି ଅଯଥା ଖବରରୁ ଗଣମାଧ୍ୟମ ଦୂରେଇ ରହିବାକୁ ପରାମର୍ଶ ଦିଆଯାଇଛି ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.