ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସ ମହାପାତ୍ରଙ୍କ ନାମରେ ଏତଲା

ପୁରୀ : ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସ ମହାପାତ୍ରଙ୍କ ନାମରେ ଶ୍ରୀମନ୍ଦିର ସିଂହଦ୍ଵାର ଥାନାରେ ଏତଲା । ପୁରୀ ସତ୍ୟ ନଗରର ସୂଚନା ଓ ଅଧିକାର କର୍ମୀ ଜୟନ୍ତ କୁମାର ଦାଶ ଦେଲେ ଏତଲା । ଶ୍ରୀମନ୍ଦିର ପ୍ରଶାସନର ବିନା ଅନୁମତିରେ ନବକଳେବର ବଳକା ଦାରୁ ସେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ବିକିଥିବା ଅଭିଯୋଗ । ବିଏନ୍ ଏସ ର ବିଭିନ୍ନ ଦଫାରେ ମାମଲା ରୁଜୁ ପାଇଁ ଅନ ଲାଇନ୍ ଏତଲାରେ ଉଲ୍ଲେଖ ।