Categories: ରାଜ୍ୟ

ଡିସେମ୍ବର ୨୯ରେ ହେବାକୁ ଯାଉଥିବା ଅଦିନିଆ ରଥଯାତ୍ରାକୁ ବିରୋଧ କରି ଶ୍ରୀଜଗନ୍ନାଥ ସେନା ପକ୍ଷରୁ ସିଂହଦ୍ୱାର ଥାନାରେ ଏତଲା

ପୁରୀ (କେନ୍ୟୁଜ୍) : ଇସ୍କନ ପରେ ଡିସେମ୍ବର ୨୯ରେ ହେବାକୁ ଯାଉଥିବା ଅଦିନିଆ ରଥଯାତ୍ରାକୁ ବିରୋଧ କରି ଶ୍ରୀଜଗନ୍ନାଥ ସେନା ପକ୍ଷରୁ ସିଂହଦ୍ୱାର ଥାନାରେ ଏତଲା ଦିଆଯାଇଛି । ଏହାଛଡ଼ା ଉତ୍ତରପ୍ରଦେଶ ଓ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଶ୍ରୀମନ୍ଦିର ପ୍ରଶାସନ ନୀତି ପ୍ରଶାସକଙ୍କୁ ଦାବିପତ୍ର ଦିଆଯାଇଛି । ଉତ୍ତରପ୍ରଦେଶର ଗାଜିଆବାଦରେ ଭାଗବତ ନିକୁଞ୍ଜ ଟ୍ରଷ୍ଟ ପକ୍ଷରୁ ଡିସେମ୍ବର ୨୯ରେ ରଥଯାତ୍ରା ହେବାନେଇ ସୋସିଆଲ ମିଡିଆରେ ବ୍ୟାପକ ପ୍ରଚାର କରାଯାଇଛି । ପୂର୍ବରୁ ଇସ୍କନ ମଧ୍ୟ ଅଦିନିଆ ରଥଯାତ୍ରା ନେଇ ପ୍ରସ୍ତୁତି କରିଥିଲା । ପରେ ଏହାକୁ ବନ୍ଦ କରାଯାଇଥିଲା । ଏବେ ନିକୁଞ୍ଜ ଟ୍ରଷ୍ଟ ଅଦିନିଆ ରଥଯାତ୍ରା ଆୟୋଜନ କରିବାକୁ ଯାଉଛିା

KNews Bureau

Recent Posts

ଘାଇଲା କରୁଛି ପାଗଳ ବିଲୁଆ, ଘରୁ ବାହାରିବାକୁ ଡରୁଛନ୍ତି ଲୋକେ

କାକଟପୁର (କେନ୍ୟୁଜ): ପାଗଳ ବିଲୁଆ ଆତଙ୍କରେ ଥରହର ହେଉଛନ୍ତି ଗାଁ ଲୋକେ । ଅସ୍ତରଙ୍ଗ ନିକଟ ବେଗୁନିଆବସ୍ତ ଗାଁରେ ଏକ…

29 mins ago

ସର୍ବଭାରତୀୟ କବାଡି ପ୍ରତିଯୋଗୀତା ଉଦଯାପିତ, ମହିଳାରେ କିଟ ଏବଂ ପୁରୁଷରେ ସାଉଥ୍ ଇଷ୍ଟର୍ଣ୍ଣ ରେଲୱେ ଦଳ ଚାମ୍ପିଅନ୍

ଯାଜପୁର (କେନ୍ୟୁଜ) : ଚାଲିଛି ସଂଘର୍ଷପୂର୍ଣ୍ଣ ଲଢେଇ । କର ବା ମର ପରିସ୍ଥିତି । ଏପଟେ ଗ୍ୟାଲେରୀରେ ଦର୍ଶକଙ୍କ…

31 mins ago

ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ, ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର : ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ  । ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା  । ଅସହ୍ୟ…

34 mins ago

ଅମରନାଥ ଯାତ୍ରା ପାଇଁ ହେଲିକପ୍ଟର ସେବା ଲାଗି ବୁକିଂ ଆରମ୍ଭ

ବାବାଙ୍କ ଭକ୍ତିରେ ଲୀନ ଶ୍ରଦ୍ଧାଳୁ । ସମସ୍ତଙ୍କ ମୁହଁରେ ଗୋଟାଏ ଶଦ୍ଦ ବାବା.. ଭୋଲେନାଥ.. । ଦେବ ଦେବ ମହାଦେବଙ୍କୁ…

41 mins ago

ଇରାନ୍‌: ହସ୍ପିଟାଲରେ ଲାଗିଲା ଭୟଙ୍କର ନିଆଁ, ଦେଖୁ ଦେଖୁ ଜଳିଗଲେ ୯ ଜଣ ରୋଗୀ; ତଦନ୍ତ ପାଇଁ ନିର୍ଦ୍ଦେଶ

ଇରାନ୍‌ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…

55 mins ago

କେତେ ବର୍ଷ ପର୍ଯ୍ୟନ୍ତ ବ୍ୟବହାର କରିବା ଉଚିତ Windows ଏବଂ Split AC ? ଜାଣନ୍ତୁ ଏହାର ୱାରେଣ୍ଟି ଡେଟ୍‌

Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…

2 hours ago