Below header

ବ୍ଲିଚିଂ ପାଉଡର ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ଭୋର ୪ଟାରେ ଲାଗିଥିଲା ନିଆଁ

ସମ୍ବଲପୁର (କେନ୍ୟୁଜ) : ବ୍ଲିଚିଂ ପାଉଡର ଗୋଦାମରେ ଭୟାବହ ଅଗ୍ନିକାଣ୍ଡ । ସମ୍ବଲପୁର ଜିଲ୍ଲା ଭାଲୁପାଲି ବ୍ଲିଚିଂ ପାଉଡର ଗୋଦାମରେ ଭୋର ୪ଟାରେ ଅଗ୍ନିକାଣ୍ଡ ଘଟିଥିଲା । ବିଦ୍ୟୁତ ସର୍ଟସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି । ଅଗ୍ନିଶମ ବାହୀନି ଘଟଣାସ୍ଥଳରେ ପହଞ୍ଚି ଦୀର୍ଘ ସମୟ ଚେଷ୍ଟା ପରେ ନିଆଁକୁ ଆୟତ୍ତ କରିଥିଲେ । ତେବେ ଜନବସତିରେ ବ୍ଲିଚିଂ ପ୍ଲାଣ୍ଟ ନେଇ ବୁଦ୍ଧିଜୀବୀ ମହଲରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.