ମହାନଙ୍ଗଳାରେ ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ : ୮ ବଖରା ଘର ନିଆଁରେ ପୋଡ଼ି ପାଉଁଶ

କେନ୍ଦ୍ରାପଡ଼ା (କେନ୍ୟୁଜ୍) : କେନ୍ଦ୍ରାପଡ଼ା ମହାକାଳପଡ଼ା ବ୍ଲକ୍ ମହାନଙ୍ଗଳାରେ ବିଳମ୍ବିତ ରାତିରେ ଘଟିଛି ଅଗ୍ନିକାଣ୍ଡ । ନିଆଁରେ ପୋଡ଼ି ୪ଟି ପରିବାରର ୮ ବଖରା ଘର ପାଉଁଶ ହୋଇଯାଇଛି । ତବେ ରୋଷେଇ ଚୂଲିରୁ ନିଆଁ ଉଠି ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି । ଅଗ୍ନିକାଣ୍ଡରେ ଜଣେ ସାମାନ୍ୟ ଆହତ ହୋଇଛନ୍ତି । ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା କୁହାଯାଉଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.