ଲୋକସେବା ଭବନରେ ଅଗ୍ନିକାଣ୍ଡ, ନିଆଁକୁ ଆୟତ କରିବାକୁ ଅଗ୍ନିଶମ କର୍ମଚାରୀଙ୍କ ଉଦ୍ୟମ

ଭୁବନେଶ୍ୱର ଲୋକସେବା ଭବନରେ ନିଆଁ ଲାଗିଯାଇଛି। ଲୋକସେବା ଭବନର ପ୍ରଥମ ମହଲାରେ ନିଆଁ ଲାଗିଛି । ଏହି ପ୍ରଥମ ମହଲାରେ ରାଜସ୍ୱ ବିଭାଗର କାର୍ଯ୍ୟାଳୟ ରହିଛି ।

ଭୁବନେଶ୍ୱର (କେନ୍ୟୁଜ): ଭୁବନେଶ୍ୱର ଲୋକସେବା ଭବନରେ ନିଆଁ ଲାଗିଯାଇଛି। ଲୋକସେବା ଭବନର ପ୍ରଥମ ମହଲାରେ ନିଆଁ ଲାଗିଛି । ଏହି ପ୍ରଥମ ମହଲାରେ ରାଜସ୍ୱ ବିଭାଗର କାର୍ଯ୍ୟାଳୟ ରହିଛି । ଖବର ପାଇ ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଂଚି ନିଆଁକୁ ଆୟତ କରିବାକୁ ଉଦ୍ୟମ କରୁଛି । ତେବେ ନିଆଁ କିପରି ଲାଗିଲା ତାହା ଜଣାପଡ଼ିନାହିଁ। ସର୍ଟ ସର୍କିଟରୁ ଲାଗିଲା ନା ଆଉ କିଛି କାରଣ ଅଛି ଜଣାପଡ଼ି ନାହିଁ। ନିଆଁ ଲାଗି ଲୋକସଭାରେ କ’ଣ କ୍ଷତି ହୋଇଛି ତାହା ସ୍ପଷ୍ଟ ହୋଇନାହିଁ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.