ପୁରୀ ଷ୍ଟେସନ କୋଚିଂ ଡିପୋରେ ନିଆଁ, ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ

ପୁରୀ ଷ୍ଟେସନରେ ଅଗ୍ନିକାଣ୍ଡ। ରିପେୟାର ଲାଇନରେ ଥିବା ଏକ କୋଚ୍ ରେ ଅଗ୍ନିକାଣ୍ଡ ଘଟିଛି ।ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ ।

ପୁରୀ (କେନ୍ୟୁଜ): ପୁରୀ ଷ୍ଟେସନରେ ଅଗ୍ନିକାଣ୍ଡ। ରିପେୟାର ଲାଇନରେ ଥିବା ଏକ କୋଚ୍ ରେ ଅଗ୍ନିକାଣ୍ଡ ଘଟିଛି । ମରାମତି ପାଇଁ ଷ୍ଟେସନରେ ରଖାଯାଇଥିଲା ଏସି କୋଚ୍ । ହୁତୁହୁତୁ ହୋଇ ଜଳିଗଲା କୋଚ୍ । ଇଲେକ୍ଟ୍ରିକାଲ ମେଣ୍ଟେନାନ୍ସ ପାଇଁ ଆଜି ଷ୍ଟେସନକୁ ଆସିଥିଲା କୋଚ୍ । ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.